-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ସୋନପୁର ବିଇଓ ଙ୍କ ଅଭିନଵ ପ୍ରୟାସ- ଶିକ୍ଷକଙ୍କ ମନରେ ବଢୁଛି ଗଭୀର ଆତ୍ମ ବିଶ୍ୱାସ

02-Jul-2022



ସୁବର୍ଣ୍ଣପୁର - ସୋନପୁର ଗୋଷ୍ଠୀ ଶିକ୍ଷାଧିକାରୀ ରାଜେନ୍ଦ୍ର ମିଶ୍ର ଙ୍କ ଅଭିନଵ ପ୍ରୟାସ ଯୋଗୁଁ ବର୍ତ୍ତମାନ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମନରେ ଗଭୀର ଆତ୍ମବିଶ୍ୱାସ ବଢୁଥିବା ଦେଖାଯାଏ l ସମ୍ପ୍ରତି ଜ଼ିଲ୍ଲାରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ହାର ବଢାଇବା ପାଇଁ ଜ଼ିଲ୍ଲାପାଳଙ୍କ ଆହ୍ୱାନକୁ ସାକାର କରିବାକୁ ଯାଇ ଶ୍ରୀ ମିଶ୍ର ପ୍ରଧାନ ଶିକ୍ଷକ ମାନଙ୍କୁ ପୃଥକ ଭାବରେ ଡକାଇ ଆଲୋଚନା କରିବା ପରେ ତିନି ଗୋଟି ପୃଥକ ପୃଥକ ବୈଠକ ଯଥାକ୍ରମେ ମହାରାଜା ଊଚ୍ଚ ବିଦ୍ୟାଳୟରେ, ଲଛିପୁର ଠାରେ ଓ କୋଶଳେଶ୍ୱର ଊଚ୍ଚ ବିଦ୍ୟାଳୟରେ ବ୍ଲକର ସମସ୍ତ ସହକାରୀ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଉତ୍ସାହ ପ୍ରଦ ମାର୍ଗଦର୍ଶନ କରି ତାଙ୍କ ମନରେ ଆତ୍ମବିଶ୍ୱାସ ସୃଷ୍ଟି ପୂର୍ବକ ପ୍ରଶାସନ ସହ

ତୃଣମୂଳ ସ୍ତରରେ କାମ କରୁଥିବା ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ନିକଟତର କରିବାର ପ୍ରୟାସ ନିଶ୍ଚୟ ସ୍ୱାଗତ ଯୋଗ୍ୟ ଅଟେ l ପ୍ରକାଶ ଥାଉ କି ଯେ କରୋନା ସମୟରେ ମଧ୍ୟ ଛାତ୍ର ଛାତ୍ରୀଙ୍କ  ସହ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଯୋଡିବା ପାଇଁ ଶିକ୍ଷା ସେତୁ ନାମକ ପ୍ରଶିକ୍ଷଣ ପେଟିକା କାର୍ଯ୍ୟକ୍ରମ ଟି ରାଜ୍ୟସ୍ତରରେ ଆଦୃତ ଲାଭ କରିଛି l ଶ୍ରୀ ମିଶ୍ର ଉଲୁଣ୍ଡାର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଦାଇତ୍ୱ ରେ ଥାଇ ସୋନପୁରର ଭାରପ୍ରାପ୍ତ ଶିକ୍ଷାଧିକାରୀ ଥିଲେ ସୁଦ୍ଧା ତାଙ୍କରି ପ୍ରୟାସ ଜଣେ ନିୟମିତ ବିଇଓ ଙ୍କ ଠାରୁ  କିଛି କମ ନୁହେଁ l ଉଭୟ ବ୍ଲକର ଶିକ୍ଷକ ଙ୍କ ସମସ୍ୟାକୁ ସଫଳତାର ସହିତ ସମାଧାନ କରି ଶିକ୍ଷକ ଶିକ୍ଷୟତ୍ରୀ ଅଭିଭାବକ ଓ ପ୍ରଶାସନ ର ପ୍ରିୟଭାଜନ ହେବା ଏହା ନିଶ୍ଚିତ ଭାବେ ଅନ୍ୟ ମାନଙ୍କ ପାଇଁ ପ୍ରେରଣା ଦେବ l ଏବଂ ସ୍ୱଳ୍ପ ସମୟର ଅବଧି ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସମସ୍ତଙ୍କ ପ୍ରିୟଭା ଜନ ହେବା ଏକ ଅନନ୍ୟ ଉଦାହରଣ l ଆଗାମୀ ଦିନରେ ଆହୁରି ଅନେକ ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ର ଛାତ୍ରୀଙ୍କ ପ୍ରତିଭା ପରିସ୍ପୁଟନ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ମାନ ହାତକୁ ନିଆଯିବ ବୋଲି ତାଙ୍କର ଯୋଜନା ରହିଥିବା ଜଣା ଯାଇଛି l ଶ୍ରୀ ମିଶ୍ରଙ୍କ ଏହି ପ୍ରୟାସକୁ ସ୍ଥାନୀୟ ଶିକ୍ଷକ, ଅଭିଭାବକ, ବୁଦ୍ଧିଜୀବୀ ଓ ଶିକ୍ଷାପ୍ରେମୀ ଊଚ୍ଚ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like