-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||     

HOME   ଜିଲ୍ଲା

ସାହାଜପିଟା ଠାରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ଦ୍ୱାରା ଜିଲ୍ଲାର ପ୍ରଥମ ସୀତାରାମ ଛତୁ ମଞ୍ଜି ଉତ୍ପାଦନ କେନ୍ଦ୍ର ଉଦଘାଟିତ -

02-Jul-2022



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠି)
ଆଜି ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ସାହାଜପିଟା ଗ୍ରାମ ଠାରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ସୀତାରାମ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ସ୍ଥାପିତ ଛତୁମଞ୍ଜି ଉତ୍ପାଦନ ର ଶୁଭ ଉଦଘାଟନ କରିଛନ୍ତି l ଓଡିଶା ସରକାରଙ୍କ ମିଶନ ଶକ୍ତି ଫେଡେରେସନ ତରଫରୁ ୩ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ୨0୨୧ -୨୨ ବର୍ଷ ରେ ଏସ ବି ଆଇ, ସୋନପୁର ର ଆର୍ଥିକ ସହଯୋଗରେ ସାହାଜପିଟା ର ସୀତାରାମ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ୱାରା ସ୍ଥାପିତ ସୀତାରାମ ଛତୁମଞ୍ଜି ଉତ୍ପାଦନ କେନ୍ଦ୍ର ଉଦଘାଟନ ଅବସରରେ ମୁଖ୍ୟଅତିଥି ଜିଲ୍ଲାପାଳ ସୁବର୍ଣ୍ଣପୁର ତଥା ମଂଚାସୀନ ଅତିଥି ପ୍ରକଳ୍ପ ନିର୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶ୍ରୀ ନିହାର ରଞ୍ଜନ କଁହର, ଜିଏମ. ଡି ଆଇ ସି
ଶ୍ରୀ ବଳଭଦ୍ର ନାୟକ,ଜିଲ୍ଳା ସମାଜ କଲ୍ୟାଣ ଅଧିକାରୀ ଗୌରମଣି ହାଁସଦା, ମୁଖ୍ୟ ପରିଚାଳକ ଏସ ବି ଆଇ, ସୋନପୁର, ସମ୍ପୃକ୍ତ ଗୋଷ୍ଠୀ ର ମାଁ ମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ କେନ୍ଦ୍ର ଦ୍ୱାରା ଉତ୍ପାଦିତ ମଞ୍ଜି ଜିଲ୍ଲା ତଥା ପଡୋଶୀ ଜିଲ୍ଲାର ଛତୁ ଚାଷୀଙ୍କୁ ମଧ୍ୟ ଯେପରି ଉପଲବ୍ଧ ହୋଇପାରିବ ସେଥିପ୍ରତି ଯତ୍ନବାନ ହେବା ସହିତ ଜୀବନରେ ଆଗକୁ ବଡ ସଫଳତା ପାଇଁ ପ୍ରଚେଷ୍ଟା ନିମନ୍ତେ ନିରନ୍ତର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି  l ଏହି ଉଦଘାଟନ ଅବସରରେ  ଏଡିଏଚ ସୋନପୁର,ହୃଷିକେଶ ଦାଶ,ରେଆର ପ୍ରତିଷ୍ଠାତା ଗୌରୀଶ୍ୟାମ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ,ରେଆର ସାଧାରଣ ସମ୍ପାଦକ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅନଙ୍ଗ ନେଗୀ,ଆଇ ପି ଓ ଦେବାଶିଷ ମିଶ୍ର,ସି ଡି ପି ଓ ନିବେଦିତା ସରାଫ, ବି ପି ସି ସୁବାଷ ଚନ୍ଦ୍ର ବିଶି, ବି ପି ଏମ ସୁବ୍ରତ କୁମାର ମେହେର, ସୀତାରାମ ଛତୁମଞ୍ଜି ଉତ୍ପାଦନ କେନ୍ଦ୍ର ର ସଭାନେତ୍ରୀ , ସମ୍ପାଦିକା ଓ ସମସ୍ତ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ l ବର୍ତ୍ତମାନ ସୀତାରାମ ଛତୁ ମଞ୍ଜି ଉତ୍ପାଦନ କେନ୍ଦ୍ର ର ଦୈନିକ ମଞ୍ଜି ଉତ୍ପାଦନ କ୍ଷମତା ୨୪0 ବୋତଲ ରହିଥିବା ବେଳେ  ଏହା ଜିଲ୍ଲାରେ ପ୍ରଥମ ଛତୁ ମଞ୍ଜି ଉତ୍ପାଦନ କେନ୍ଦ୍ର l ଏହି କେନ୍ଦ୍ରରେ ବର୍ତ୍ତମାନ ୧୨୫0 ଟି ଛତୁ ବେଡ଼ ରୁ ଦୈନିକ ୫0 କେଜି ରୁ ଉର୍ଦ୍ଧ ଛତୁ ଉତ୍ପାଦିତ ହେଉ ଥିବା ସୂଚନା ଦିଆଯାଇଛି l ଆଜି ଅନୁଷ୍ଠିତ ସାଧାରଣ ସଭାକୁ ଡି ପି ସି ମିଶନ ଶକ୍ତି ଶ୍ରୀ କାର୍ତ୍ତିକ ନାୟକ ପରିଚାଳନା କରିଥିବା ବେଳେ ଡେପୁଟି ସି ଇ ଓ ଓରମାସ ଶ୍ରୀ ଯୁବରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ପରେ ପରେ ଜିଲ୍ଲାପାଳ ସୁବର୍ଣ୍ଣପୁର ତଥା ଅନ୍ୟାନ୍ୟ ଅଧିକାରୀ ହରଡ଼ଖୋଲ ଛକ ପାଖରେ ଥିବା ତାରାତାରିଣୀ ବେକେରି ପରିଦର୍ଶନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like