-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ରେ ପ୍ରବଳ ଭିଡ

03-Jul-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ରେ କରୋନା କଟକଣା ଯୋଗୁଁ ଦୁଇ ବର୍ଷ ବ୍ୟବଧାନରେ ଚଳିତ ବର୍ଷ ବହୁ ଆଡମ୍ବରରେ ପବିତ୍ର ରଥଯାତ୍ରା ଆୟୋଜନ ହୋଇଥିବାରୁ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ଶ୍ରୀ ଜଗନ୍ନାଥ ମନ୍ଦିର ଓ ଦଧିବାମନ ମନ୍ଦିରରେ ପହଣ୍ଡି ପାଇଁ ରାଜା ଅରୁଣ ସିଂଦେଓ ଛେରା ପହଁରା ଦେଇଥିଲେ । ପରେ ସରକାରୀ ରଥରେ ଶ୍ରୀ ଜଗନ୍ନାଥ , ବଳଭଦ୍ର ଓ ସୁଭଦ୍ରା ବିରାଜମାନ କରିଥିବା ବେଳେ ରାଜାଙ୍କ ରଥରେ ମହାପ୍ରଭୁ

ଦଧିବାମନ ବିରାଜମାନ କରି ଦୁଇ ରଥକୁ ମୁଖ୍ୟ ରାସ୍ତା ଦେଇ ଭକ୍ତମାନେ ଟାଣି ନେଇ ମାଉସୀ ମନ୍ଦିରକୁ ନେଇଥିଲେ । ଜଗନ୍ନାଥ ମନ୍ଦିର ରଥରେ ପ୍ରମୋଦ ପାଣିଗ୍ରାହୀ , ବିନୋଦ ପାଣିଗ୍ରାହୀ, କାଜୁ ପାଣିଗ୍ରାହୀ,ରାସେ ପୁରୋହିତ ପୂଜାର୍ଚ୍ଚନା କରିଥିବା ବେଳେ ଦଧିବାମନ ମନ୍ଦିର ରଥରେ ପଣ୍ଡିତ ଉମାଶଙ୍କର ତ୍ରିପାଠୀ , ଭବାନୀ ଶଙ୍କର ତ୍ରିପାଠୀ , ରାଜେଶ ତ୍ରିପାଠୀ , ଭଜମନ ତ୍ରିପାଠୀ ପ୍ରମୁଖ ସହଯୋଗ କରିଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର କମିଟି ସଭାପତି ଉମାକାନ୍ତ ସାହୁ , ସାଧାରଣ ସମ୍ପାଦକ ଅନିଲ କୁମାର ତ୍ରିପାଠୀ , କୋଷାଧ୍ୟକ୍ଷ ଜଗନ୍ନାଥ ଜୈନଙ୍କ ତତ୍ତ୍ବାବଧାନ ରେ ବଣିକ ସଂଘ ସଭାପତି ସୁବାଷ ଜୈନ, ପୂର୍ବତନ ସଭାପତି ସରୋଜ ଜୈନ, ବିପିନ

ପଣ୍ଡା, ସରପଞ୍ଚ ନରେଶ ଅଗ୍ରୱାଲ, ସମିତିସଭ୍ଯ ଭୋଲାନାଥ ବେହେରା, ପ୍ରଶ୍ନ ଜୈନ, ଗୋପୀ ସାହୁ , ତପନ ଚନ୍ଦା, ତ୍ରିନାଥ ସାହୁ , କିଶୋର ଜୈନ,ସିତେଶ ଜୈନ , ଅନିଲ ନାଏକ, ହେମନ୍ତ ସାହୁ, ସୋନୁ ଜୈନ, ଲକ୍ଷ୍ମୀକାନ୍ତ ସାହୁ, ସାୟର ଜୈନ, ତପନ ଜୈନ, ନୌରାଜ ରଣା ପ୍ରମୁଖ ରଥଯାତ୍ରାରେ ସହଯୋଗ କରିଥିବା ବେଳେ ବିଶିଷ୍ଟ ପ୍ରବଚକ ତରଣୀ ସେନ ବେହେରା, ଭଜନ କଣ୍ଠଶିଳ୍ପୀ ଅଶୋକ ସାହୁ, ସଞ୍ଚାର ଗୁରୁ  ସୁଧାକର ସାହୁ ପ୍ରମୁଖ ରଥ ଉପରେ ବସି ଭକ୍ତମାନଙ୍କୁ ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like