-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ପହଞ୍ଚି ମୁନିଶ୍ରୀଙ୍କ ଦର୍ଶନ କଲେ ମନ୍ତ୍ରୀ ଢୋଲକିଆ

03-Jul-2022



ସିନ୍ଧେକେଲା // ଯୋଜନା ଓ ସମନ୍ଵୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସିନ୍ଧେକେଲା ପହଞ୍ଚି ମୁନିଶ୍ରୀ ରମେଶ କୁମାର ଓ ମୁନି ରତ୍ନ କୁମାର ଙ୍କ ଦର୍ଶନ ଲାଭ କରି ଆଶୀର୍ବାଦ ପ୍ରାପ୍ତ କରିଥିଲେ । ସୁଦୂର ଯାତ୍ରା କରି ଓଡ଼ିଶାରେ ଚତୁର୍ମାସ୍ୟା ପାଇଁ ପହଞ୍ଚି ଥିବାରୁ ମନ୍ତ୍ରୀ ଶ୍ରୀ ଢୋଲକିଆ ମୁନିଶ୍ରୀ ଙ୍କୁ ସ୍ୱାଗତ ଜଣେଇବା ସହ ସମୟ ସମୟରେ ତାଙ୍କର ଦର୍ଶନ କରିବେ ବୋଲି କହିଥିଲେ । ଏହି ଅବସରରେ  ସିନ୍ଧେକେଲା ତେରାପଂଥ ସଭା ପକ୍ଷରୁ ମନ୍ତ୍ରୀ ଢୋଲକିଆ ଙ୍କୁ ସମ୍ବର୍ଦ୍ଧନା

କରାଯାଇଥିଲା । ସଭାପତି ବଜରଙ୍ଗ ଜୈନ ଓ ବରିଷ୍ଠ ଶ୍ରାବକ ନରେନ୍ଦ୍ର ଜୈନ ମନ୍ତ୍ରୀଙ୍କୁ ମାଲ୍ୟାର୍ପଣ ଓ ଗାମୁଛା ଓଢାଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ତେରାପଂଥ ସଭାର ସମ୍ପାଦକ ନବୀନ ଜୈନ, ସହ ସମ୍ପାଦକ ସୋନୁ ଜୈନ, ଉପ ସଭାପତି ସୁବାଷ ଜୈନ, କୋଷାଧ୍ୟକ୍ଷ ରୋସନ ଜୈନ, ପ୍ରାନ୍ତୀୟ ସଭା ପୂର୍ବତନ ସଭାପତି ଛତ୍ରପାଳ ଜୈନ, ପୂର୍ବତନ ସ୍ଥାନୀୟ ସଭା ଅଧ୍ୟକ୍ଷ ସୁନିଲ ଜୈନ, ପୂର୍ବତନ ସମ୍ପାଦକ ପ୍ରସନ୍ନ ଜୈନ, ବରିଷ୍ଠ ନେତା ମୁନିରାଜ ଜୈନ, ଯୁବନେତା ତପନ ଜୈନ, ଅରୁଣ ଜୈନ, କାହ୍ନା ଜୈନ, ରାମଅବତାର ଜୈନ, ସୁରେଶ ଜୈନ, ଗୋପାଳ ଜୈନ, ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like