-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ଜୁଲାଇ ୫ରେ ମାଟ୍ରିକ ରେଜଲ୍ଟ ! ଆସନ୍ତାକାଲିି ବୋର୍ଡ ପକ୍ଷରୁ ହୋଇପାରେ ଘୋଷଣା

03-Jul-2022



 କଟକ , ଜୁଲାଇ ୫ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ। ଏନେଇ ସୋମବାର ବିଧିବଦ୍ଧ ଭାବେ ମାଧ୍ୟମିକ ବୋର୍ଡ ପକ୍ଷରୁ ଘୋଷଣା କରାଯାଇପାରେ। ଏହାର କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ।ଅନ୍ୟପଟେ ଖାତାଦେଖା ଓ ଟାବୁଲେସନ୍‌

ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସୂଚନା ମୁତାବିକ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like