-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

 ଜୁନିଅର ରେଡକ୍ରସ ତରଫରୁ ବନ ମହୋତ୍ସବ ପାଳିତ

03-Jul-2022



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲ ବ୍ଲକ ଅନ୍ତର୍ଗତ ମାୟାବର୍ହା ପଂଚାୟତ ଉଚ୍ଚ ବିଦ୍ୟାଳୟର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ସଭାପତିତ୍ୱାରେ ପାଳିତ ହୋଇଥିବା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କୁ ବନ ମହୋତ୍ସବର ଗୁରୁତ୍ୱ ଏବଂ ଚାରା ରୋପଣ ମାଧ୍ୟମରେ ପରିବେଶକୁ ସ୍ୱଚ୍ଛ ଏବଂ ସୁନ୍ଦର ରଖିବାକୁ ଉଦ୍ୟମ କରିବାକୁ ଆହ୍ୱାନ ଦିଆଯାଇଥିଲା । ସ୍ଥାନୀୟ ବାଙ୍କିପାଲି ହାଇସ୍କୁଲର ଜୁନିଅର ରେଡକ୍ରସ ପରାମର୍ଶଦାତା ତଥା ଜିଲ୍ଲା ଜୁନିଅର ରେଡକ୍ରସ ସାଧନ କର୍ମି ହୃଷିକେଶ ଡାଙ୍ଗ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରି ମତବ୍ୟକ୍ତ କରିିଥିଲେ । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ତଥା ସ୍କୁଲର ପରାମର୍ଶଦାତା ରବିଚନ୍ଦ୍ର ପଶାୟତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।  ବିଦ୍ୟାଳୟ ପରିସରରେ ନିମ୍ବ, ଶାଗୁଆନ, ଶାଳ ପ୍ରଭୃତି ବର୍ଗର ପ୍ରାୟ ୨୫ ଗୋଟି ଚାରା ରୋପଣ କରାଯାଇଥିଲା । ଜୁନିଅର ରେଡକ୍ରସ ୟୁନିଟର ଶୁଭଶ୍ରୀ ପୁଟେଲ, ମୁସ୍କାନ ସାହୁ, ତନୁଶ୍ରୀ ଜୁଆଡି, ମାନସୀ ଅଦାବର, ଉସା କୁମ୍ଭାର, ବାସନ୍ତୀ କୁମ୍ଭାର, ଶ୍ରାବଣି, ସୁନନ୍ଦା, ଦିବ୍ୟାସା, ଶ୍ରେୟା ପ୍ରମୁଖ ତଥା ସମସ୍ତ ଶିକ୍ଷକ ଏବଂ କର୍ମଚାରୀ କାର୍ଯ୍ୟକ୍ରମରେ ସଯଯୋଗ କରିଥିଲେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like