-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

03-Jul-2022



ବରଗଡ// ବରଗଡ଼ ଜିଲ୍ଲା ପଦ୍ମପୁର ସହରସ୍ଥିତ ମାରୱାଡ଼ି ଧର୍ମଶାଳା ଠାରେ ସୁଦୂର ଛତିଶଗଡ ରାଜ୍ୟର ରାୟପୁର ର ସୁନାମଧନ୍ୟ ଶ୍ରୀ ବାଲାଜୀ ମେଡିକାଲ ଆନୁକୁଲ୍ୟରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିର ରେ ସମୁଦାୟ ୧୨ ଗୋଟି ବିଭାଗ ର ଡାକ୍ତର ଉପସ୍ଥିତ ରହି ପଦ୍ମପୁର ଉପଖଣ୍ଡ ର ବିଭିନ୍ନ ପ୍ରାନ୍ତରୁ ଆସିଥିବା ରୋଗୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ନିରୀକ୍ଷା କରାଯିବା ସଙ୍ଗେ ସଙ୍ଗେ ମାଗଣା ରେ ଓୈାଷଧ ବିତରଣ କରାଯାଇଥିଲା ।୧୫୦୦ ରୁ ଉର୍ଦ୍ଧ୍ବ ରୋଗୀ ଏହାର ଭରପୁର ଫାଇଦା ଉଠାଇବା ସାଙ୍ଗକୁ ଶ୍ରୀବାଲାଜୀ ମେଡିକାଲ ର ଏଭଳି ମହତ ପ୍ରୟାସ ପାଇଁ ଲୋକେ ଭୂୟସୀ ପ୍ରଶଂସା କରିଛନ୍ତି।ଏହି କାର୍ଯ୍ୟକ୍ରମ ରେ ସର୍ବଶ୍ରୀ-ମହମ୍ମଦ ସାଜିଦ୍, ମାନଭଞ୍ଜନ ସାହୁ, ଲୋକନାଥ ସାହୁ, ରଜନୀ ସାହୁ, ସୁଜିତ ସାହୁ, ଶମ୍ଭୁ ପ୍ରସାଦ ସାହୁ,ସିଲୁ ସାହୁ, ରାଜେନ୍ଦ୍ର ସାହୁ, ହରିଚନ୍ଦନ ସାହୁ, ଟୁନା ସାହୁ, ନନ୍ଦକିଶୋର ସାହୁ,ବାପି ସାହୁ, ମଣ୍ଟୁ ସାହୁ, ରାକେଶ ସାହୁ, ରାଜିବ ସାହୁ,କାହ୍ନା,ମଳୟ,ବୁଲୁ,ଅନିଲ ନାୟକ ପ୍ରମୁଖ ସମସ୍ତ ପ୍ରକାର ର ସହଯୋଗ କରି ଶିବିର ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like