-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଟେମରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ବନ ମହୋତ୍ସବ

03-Jul-2022



ବରଗଡ// ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମରି ଗ୍ରାମର ସ୍ଵେଚ୍ଛାସେବୀ ଦୀପା ବାରିକ ନିଜେ ପଢ଼ିଥିବା ସ୍କୁଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଟେମରିକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିବେଶ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ।ଏ ଅବସରରେ ସେ ପୋଷ୍ୟ ସ୍କୁଲରେ ବନମହୋତ୍ସବ ପାଳନ କରିବା ନିମନ୍ତେ ପାଇକମାଲ ବନଖଣ୍ଡ ରେଞ୍ଜର ହରିଶଙ୍କର ନାୟକ ଏବଂ ଫରେଷ୍ଟର ଖେଳପ୍ରୀୟ ସାହୁଙ୍କୁ ନିମନ୍ତ୍ରିତ କରି ବନମହୋତ୍ସବ ପାଳନ କରିଛନ୍ତି । ଏହାଦ୍ବାରା ଛାତ୍ରଛାତ୍ରୀ ମାନେ ପରିବେଶ ପ୍ରତି ଥିବା ତାଙ୍କ ଦାୟିତ୍ୱକୁ ବୁଝିବା ସଙ୍ଗେ ସଙ୍ଗେ ବୃକ୍ଷରୋପଣ ଆମ ପାଇଁ କେତେ ଯେ ମହତ୍ତ୍ୱପୂର୍ଣ୍ଣ ତାହା ଅତିଥି ମାନଙ୍କ ଠାରୁ ବୁଝିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଫରେଷ୍ଟର ସମସ୍ତ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣ କରିବାର ସଠିକ ଉପାୟ ବିଷୟରେ ସୂଚନା ପ୍ରଦାନ କରିବା ସଙ୍ଗେ ବୃକ୍ଷରୋପଣର ଉପକାରିତା ବିଷୟରେ ଆଲୋକପାତ କରିଥିଲେ । ରେଞ୍ଜର ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେବା ସଙ୍ଗେ ଗଛ ଲଗାଇ ଯତ୍ନ ନେବା ପାଇଁ ପ୍ରେରଣା ପ୍ରଦାନ କହିଥିଲେ ।ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବୃକ୍ଷରୋପଣ କରିଥିଲେ । ଦୀପା ବାରିକ ମଧ୍ୟ ଅନୁରୂପ ଭାବେ ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷରୋପଣ କରିବା ସହ ତାକୁ ପିଲାମାନଙ୍କ ମଧ୍ୟରେ ବାଣ୍ଟି ଯତ୍ନ ନେବା ପାଇଁ ପରାମର୍ଶ ପ୍ରଦାନ କରିଥିଲେ । ଏହି

ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ ମୋହନ ଭୋଇ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମହେଶ୍ୱର ହରିପାଲ, ଯୁଧିଷ୍ଠିର ଯୋଶୀ, କ୍ଷିରୋଦ ଚନ୍ଦ୍ର ଦେବତା,ଉପେନ୍ଦ୍ର ପ୍ରଧାନ,କୈଳାସ ବରିହା, ମନୋଜ ପ୍ରଧାନ, ନାରାୟଣ ମେହେର ,ଅକ୍ଷୟ ଡୁଡୁକା , ସ୍କୁଲ ପରିଚାଳନା କମିଟିର ସଭାପତି ବସନ୍ତ ସାହୁ ଏବଂ ଗ୍ରାମର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଦୀପାଙ୍କ ଏହି ପ୍ରୟାସକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚପ୍ରଶଂସା କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like