-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

କେ ବରିଡ଼ା ପଞ୍ଚାୟତରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର

03-Jul-2022



ଡକ୍ଟର ଏପିଜେ ଅବଦୁଲ କଲାମ ଚାରିଟେବୁଲ ଟ୍ରଷ୍ଟ ଓ ସମରଝୋଳ ସ୍ଥିତ ଶଂକର ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୁଲ୍ୟରେ ଏବଂ ସ୍ଥାନୀୟ ସରପଞ୍ଚଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ କେ ବରିଡ଼ା ଠାରେ ରବିବାର ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। କେ ବରିଡ଼ା ସରପଞ୍ଚ ପୂଜା ପ୍ରଧାନ ଏହି ଶିବିରକୁ ସରପଞ୍ଚ ଉଦଘାଟନ କରିଥିବା ବେଳେ ସମିତି ସଭ୍ୟା ପୁଷ୍ପାଞ୍ଜଳୀ ଗୌଡ଼, ଅବଦୁଲ କଲାମ ଜନକଲ୍ୟାଣ ଚାରିଟେବୁଲ ଟ୍ରଷ୍ଟ ଅଧ୍ଯକ୍ଷ ପୂର୍ଣ୍ଣଚନ୍ଦ୍ର ବେହେରା, କ୍ଯାମ୍ପ୍ ମ୍ଯାନେଜର ଚିତ୍ରସେନ ଗୌଡ଼ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଅଞ୍ଚଳର ବୟସ୍କ ବୃଦ୍ଧ, ବୃଦ୍ଧା ମାନେ ଏହି ଶିବିରରେ ଉପସ୍ଥିତ ରହି ଚକ୍ଷୁ ପରୀକ୍ଷା କରାଇଥିବା

ଦେଖିବାକୁ ମିଳିଥିଲା। ଯେଉଁମାନଙ୍କ ଆଖିରେ ମୋତିଆବିନ୍ଦୁ ପରିଲକ୍ଷିତ ହେବ ସେମାନଙ୍କୁ ଶଂକର ଚକ୍ଷୁ ଚିକିତ୍ସାଳୟକୁ ନିଆଯାଇ ମାଗଣାରେ ମୋତିଆବିନ୍ଦୁ ଅପରେସନ କରାଯିବ ବୋଲି କହିଛନ୍ତି କ୍ଯାମ୍ପ୍ ମ୍ଯାନେଜର ଚିତ୍ରସେନ ଗୌଡ଼ ।ମୋଟ ୮୦ ଜଣ ରୋଗୀ ପଞ୍ଜୀକରଣ କରି  ଚକ୍ଷୁ ପରୀକ୍ଷା କରାଇଥିବା ବେଳେ ୩୫ ଜଣ ରୋଗୀଙ୍କୁ ସର୍ଜରୀ ପାଇଁ ପଠାଯାଇଛି।୧୦ ଜଣ ରୋଗୀଙ୍କୁ ଚଷମା ପ୍ରଦାନ କରାଯାଇଥିବା ସୂଚନା ମିଳିଛି।

( ଉମା ମହାରଣା - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like