-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ରାଜ୍ୟ

ବିଧାନସଭା ଆଗରେ ହାଇଡ୍ରାମା : ଦମ୍ପତିଙ୍କ ଆତ୍ମାହୂତି ଉଦ୍ୟମ

24-Nov-2020



ଭୁବନେଶ୍ୱର, (ପ୍ରେରଣା ଖବର) : ବିଧାନସଭାରେ ଆଗରେ ଦେଖିବାକୁ ମିଳିଛି ହାଇ ଡ୍ରାମା। ବିଧାନସଭା ଆଗରେ ନୟାଗଡ଼ର ଏକ ଦମ୍ପତି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ନିଜ ଦେହରେ ଡିଜେଲ୍ ଢ଼ାଳି ଏହି ଦମ୍ପତି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଆତ୍ମହତ୍ୟା ଉଦ୍ୟମବେଳେ ଦମ୍ପତିକୁ କାବୁ କରିବାରେ ପୋଲିସ୍‌ ସଫଳ ହୋଇଛି । 5 ବର୍ଷର ଝିଅ ହତ୍ୟା ମାମଲାରେ ନ୍ୟାୟ ନ ପାଇ ଆତ୍ମାହୂତି ଉଦ୍ୟମ କରିଛନ୍ତି ଦମ୍ପତି । ତାଙ୍କ କଥା କେହି ଶୁଣୁ ନାହାନ୍ତି କି ବୁଝୁନାହାନ୍ତି ବୋଲି ଦମ୍ପତି ଅଭିଯୋଗ କରିଛନ୍ତି । ସେମାନେ ନ୍ୟାୟ ଦାବିରେ ଏପରି ନିଷ୍ପତ୍ତି ନେଉଥିଲେ ବୋଲି କହିଛନ୍ତି ଦମ୍ପତି ।ନିକଟରେ ମଧ୍ୟ ବିଧାନସଭା ନିକଟରେ ଜଣେ ପୁଅ ତା’ ମାଆର ବେକରେ ଛୁରୀ ଲଗାଇ ଧମକ ଦେଇଥିଲେ । ତେବେ ପୋଲିସ୍‌ ଯୁବକକୁ କାବୁ କରିନେଇଥିଲା ।ଏବେ ଦମ୍ପତିଙ୍କ ଏଭଳି ଆତ୍ମହତ୍ୟା ଉଦ୍ୟମ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହାପରେ କମିଶନରେଟ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like