-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ତରଭା ଠାରେ ମା ମାହେଶ୍ୱରୀ ଅନୁଷ୍ଠାନ ପକ୍ଷରୁ ମାଗଣା ମେଗା ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ- ଉଦଘାଟନ କଲେ ଏସପି ସୁବର୍ଣ୍ଣପୁର

03-Jul-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ତରଭା ମାରୱାଡି ଧର୍ମଶାଳା ଠାରେ ଏକ ମାଗଣା ମେଗା ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି l ମା ମାହେଶ୍ୱରୀ ସ୍ବେଛାସେବୀ ସଂଗଠନ ସୁବର୍ଣ୍ଣପୁର ଜ଼ିଲ୍ଲା ଶାଖା ଓ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲର ମିଳିତ ସହଯୋଗରେ

ଆୟୋଜିତ ଏହି   ମାଗଣା ମେଗା ସ୍ୱାସ୍ଥ୍ୟ ଶିବିରକୁ ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ଆମରେଶ ପଣ୍ଡା ଶ୍ରୀ ଜଗନ୍ନାଥଙ୍କ ଠାରେ ପୂଜା ଅର୍ପଣ ସହ ଶୁଭ ଉଦଘାଟନ କରି ମା ମାହେଶ୍ୱରୀ ସଂଗଠନ ଓ ବିକାଶ ହସ୍ପିଟାଲର ଏଭଳି ଆୟୋଜନ,ଉଦ୍ୟମ ଓ ମା ମାହେଶ୍ୱରୀର ସ୍ୱାସ୍ଥ୍ୟ, ପରିମଳ, ରକ୍ତଦାନ ଓ କୋଭିଡ ସଙ୍କଟ ବେଳେ  ଦୁସ୍ଥ ନିଃସହାୟ ଲୋକଙ୍କ ସେବା ଭଳି ସମସ୍ତ ସେବା କାର୍ଯ୍ୟକୁ ପ୍ରଶଂସା କରିଥିଲେ l  ଏପରି କ୍ୟାମ୍ପ ମାଧ୍ୟମରେ ଗରିବ ସାଧାରଣ ଲୋକେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ଭଲ ଭାବେ ବୁଝିବା ସହିତ ତାର ଲାଭ ମଧ୍ୟ ଉଠାଇପାରିବେ ବୋଲି ମତ ରଖି ଆୟୋଜକ ଓ ଶିବିରକୁ ସହଯୋଗ କରିଥିବା ସମସ୍ତ ବୁଦ୍ଧିଜୀବୀ, ମିଡ଼ିଆ, ସ୍ବେଛାସେବୀ ସଂଗଠନର ମଙ୍ଗଳ କାମନା କରିଥିଲେ l ସମ୍ମାନିତ ଅତିଥି ଭାବେ ସୋନପୁର ଉପ ଜ଼ିଲ୍ଲାପାଳ ଡ଼. ଈପସିତା ମିଶ୍ର, ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ଏନ ଏ ସି ର ଅଧ୍ୟକ୍ଷl ବନ୍ଦିତା ନାଏକ, ଉପାଧ୍ୟକ୍ଷ ଗଗନ  ଆଗ୍ରୱାଲା, ଅଧ୍ୟାପିକା ମିନତୀ ମିଶ୍ର , ତରଭା ମେଡିକାଲ ଅଫିସର, ତହସିଲଦାର, ପ୍ରାକ୍ତନ ଅଧ୍ୟକ୍ଷ ଶୈଳେନ୍ଦ୍ର ସାହୁ, ବରିଷ୍ଠ ନାଗରିକ ହରିବନ୍ଧୁ ପାଣିଗ୍ରାହୀ, ଜୟପ୍ରକାଶ ସାହୁ, ଏନ ଏ ସି ଅଧିକାରୀ ସୂର୍ଯ୍ୟା ମଣି ଭୋଇ, ମାରୱାଡି ଯୁବା ମଞ୍ଚ ଅଧ୍ୟକ୍ଷ ପିୟୁଷ ଅଗ୍ରୱାଲl, ମାହେଶ୍ୱରୀ ସଂଗଠନ ସଭାପତି ଅଙ୍କୁଶ ପାଣ୍ଡିଆ, ଉପଦେଷ୍ଟା ବ୍ୟାସଦେବ ନନ୍ଦ, ଲୋଟଶ ଷଡ଼ଙ୍ଗୀ, ଦୀନେଶ ଶର୍ମା, ଡ଼. ଲଳିତ ସାହୁ, ମାହେଶ୍ୱରୀ ର ତରଭା ଶାଖା ସଭାପତି ପ୍ରଦୀପ ମେହେର, ଆକବର ଅଲ୍ଲୀ, ଯୋଗ ଦେଇ ଏଭଳି ଶିବିର ଓ ସେବା କାର୍ଯ୍ୟକୁ ଆହୁରି ବ୍ୟାପକ କରିବାକୁ ଉତ୍ସାହିତ କରି ସମସ୍ତ ସହଯୋଗ ଯୋଗାଇ ଦେବାକୁ ପ୍ରତିଶୁତି ଦେଇଥିଲେ l ବିକାଶ ମେଡିକାଲ  ବରଗଡ଼ର ସମସ୍ତ ଅଭିଜ୍ଞ ଡାକ୍ତର ବିମୋୟ ଷଡ଼ଙ୍ଗୀ, ବୀରେନ୍ଦ୍ର ଗର୍ତିଆ, ରବି ଜେନ,

ଶୋଭନ ହୋତା, ଅଭିନାଶ ନାଏକ, ଗୌତମ ଭି, ଓ ଡା, ରାଜେନ୍ଦ୍ର ଷଡ଼ଙ୍ଗୀ ୧୫୦୦  ରୁ ଊର୍ଧ୍ୱ ରୋଗୀଙ୍କୁ ଚିକତ୍ସା ଓ ମାଗଣା ଔଷଧ ପ୍ରଦାନ କରିଥିଲେ l ମା ମାହେଶ୍ୱରୀ  ସଂଗଠନ ର ଏହି ଆୟୋଜନ ରେ ବରଗଡ଼ ବିକାଶ ମେଡିକାଲ, ତରଭା ମେଡିକାଲ, ତରଭା ମାରୱାଡି ଯୁବା ମଞ୍ଚ, ଲାୟନ୍ସ କ୍ଲବ, ଓ ନାଗରିକ କମିଟି ସମେତ ସୁବର୍ଣ୍ଣପୁରର ସ୍ୱଚ୍ଛ ଭାରତ ସଂଗଠନ ସମସ୍ତ ସହଯୋଗୀ ଯୋଗାଇଥିଲେ l ଏହି ସ୍ୱାସ୍ଥ୍ୟ ମେଳା ଉପଲକ୍ଷେ ଆଜି ସ୍ୱଚ୍ଛ ଭାରତ ସଂଗଠନ ଓ ମାହେଶ୍ୱରୀ ଓ ତରଭାର ବିଭିନ୍ନ ସଂଗଠନର ମିଳିତ ସହଯୋଗରେ ଆୟୋଜିତ ଏକ ପଲିଥିନ ମୁକ୍ତ ସଚେତନତା କାର୍ଯ୍ୟକ୍ରମକୁ ଏସପି ଶ୍ରୀ ପଣ୍ଡା ଉଦଘାଟନ କରି ସ୍ବେଛାସେବୀ ଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like