-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ସାମ୍ବାଦିକ ଙ୍କୁ ଥାନାରେ ପୋଲିସ ଏ ଆଇ ସି ଙ୍କ ଅଭଦ୍ରୋଚିତ ଆଚରଣ, ବଲାଙ୍ଗିର ଏସ୍ ପି ଙ୍କ ସହ ଆଲୋଚନା କଲା ଜିଲ୍ଲା ସାମ୍ବାଦିକ ସଂଘ, ସମ୍ପୃକ୍ତ ଆଇ ଆଇ ସି ଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଏସ୍ ପି

04-Jul-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି ସାମ୍ବାଦିକ ମାନଙ୍କ ଉପରେ ଆକ୍ରମଣ ଘଟଣା l ସଦରଥାନା ଧୂମାମରl ଜମି କେଲେଙ୍କାରୀ ଘଟଣା...ସଦର ଥାନାରେ ସାମ୍ୱାଦିକଙ୍କୁ ଏ.ଏସ.ଆଇଙ୍କ ଦୁର୍ବ୍ୟବହାର" ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଏସପି ଙ୍କ ସୂଚନା l
ବଲାଙ୍ଗିର ତହସିଲଦାରଙ୍କ ଜମି କେଲେଙ୍କାରୀ ଘଟଣା । ତିନିଜଣଙ୍କୁ ଆଣି ସଦର ଥାନାରେ ଅଟକ ରଖି ପଚରା ଉଚୁରା କରୁଛି ପୋଲିସ । ଅଟକ ମାନେ ହେଉଛନ୍ତି ଜମି କ୍ରେତା ଲବଣୀ ପୃଷ୍ଟିଙ୍କ ସ୍ୱାମୀ ମାଧବ ପୃଷ୍ଟି, ତାଙ୍କ ଡ୍ରାଇଭର ଏବଂ ନକଲି ଜମି ମାଲିକ ଉତ୍ତମ ନାଗ । ଏହି ଖବର ସଂଗ୍ରହ କରିବା ପାଇଁ ସଦର ଥାନାକୁ  ଆସିଥିବା  ସମ୍ବାଦ ଜିଲ୍ଲା ପ୍ରତିନିଧି ବିଶ୍ଵଜିତ ଦାଶ ଙ୍କୁ ଦୁର୍ବ୍ୟବହାର ସହିତ ଆକ୍ରମଣ କରିଛନ୍ତି ଜଣେ ଏ.ଏସ.ଆଇ । ଆକ୍ରମଣ କରିଥିବା ପୋଲିସ ବାବୁଙ୍କ ନାଁ ରବୀନ୍ଦ୍ର କୁମ୍ଭାର ବୋଲି ଜଣାପଡିଛି । ଏହି ଘଟଣାକୁ ନେଇ ଜିଲ୍ଲା ସାମ୍ୱାଦିକ ସଂଘ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ବଲାଙ୍ଗିର ଏସ.ପି ସଦର ଥାନାକୁ ଆସି ସାମ୍ୱାଦିକଙ୍କ ସହିତ ଆଲୋଚନା କରିଥିଲେ ।  ଜମି କେଲେଙ୍କାରୀ ଘଟଣାରେ  ୯ ଜଣଙ୍କ  ନାଁରେ ମାମଲା  ରୁଜୁ ହୋଇଥିବା ବେଲେ ତିନି ଜଣଙ୍କୁ ଆଣି ଷ୍ଟଣ୍ଟ ସୋ ଦେଖାଉଛି ପୋଲିସ । କିନ୍ତୁ ମୁଖ୍ୟ ଅଭିଯୁକ୍ତ ବଲାଙ୍ଗିର ତହସିଲଦାର ମଘବାନ ବାଗଙ୍କୁ ଏ ଯାଏ ପଚରାହଜ୍ ଉଚୁରା ମଧ୍ୟ କରିନାହିଁ ପୋଲିସ । ଓଲଟା  ଖବର କରୁଥିବା ସାମ୍ୱାଦିକଙ୍କୁ ଦୁର୍ବ୍ୟବହାର କରୁଛନ୍ତି ପୋଲିସ ବାବୁ ।ସାମ୍ବାଦିକ ମାନଙ୍କ ବଲାଙ୍ଗିର ଏସପି ନୀତିନ୍ କୁଶଳକର  ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି   ସୂଚନା ଦେଇଛନ୍ତି l  


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like