-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫଦାରୀ ପ୍ରତିବାଦ, ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସହ ରାଜ୍ୟପାଳଙ୍କ ଉଦେଶ୍ୟରେ ଦାବୀପତ୍ର ପ୍ରଦାନ

04-Jul-2022



ବାରିପଦା(ପ୍ରେରଣା ଖବର): ସାରା ଦେଶରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ଉପରେ ସରକାରୀ ତଥା ସାମ୍ବିଧାନିକ ସଂସ୍ଥା ଗୁଡିକ କୋଠର ଆଚରଣ ପ୍ରଦର୍ଶନ କରୁଥିବା ବେଳେ, ଆମ ରାଜ୍ୟ ଓଡିଶାରେ ମଧ୍ୟ ଆନୁପାତିକ ଭାବେ ସାମ୍ବାଦିକ ମାନଙ୍କ ଉପରେ ଆକ୍ରମଣ ତଥା ସରକାରୀ ସଂସ୍ଥାର ଅମାନୁଷିକ ଆଚରଣ ପ୍ରଦର୍ଶନ ବଢିବଢି ଚାଲିଛି । ନିକଟ ଅତୀତରେ ଓଡିଶାର ଜଣେ ବରିଷ୍ଠ

ସାମ୍ବାଦିକ ବଡଖବର ଟିଭିର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଏକ ସାଧାରଣ କେସରେ ଇଓଡବ୍ଲ୍ୟ ଯେଭଳି ଭାବରେ ଘରେ ବାରମ୍ବାର ଚଢାଉ କରିବା, ରାତିଅଧରେ ଗିରଫ କରିବା, ଗିରଫ ବେଳେ ଓ ହସପିଟାଲ ନେବା ସମୟରେ ତାଙ୍କ ମୁହଁକୁ ଚାପିରଖିବା, ଠେଲାପେଲା କରିବା, ଗଣ ମାଧ୍ୟମ ସମ୍ମୁଖରେ ବକ୍ତବ୍ୟ ରଖିବାକୁ ନଦେବା ଭଳି ଅମାନୁଷିକ ଭାବରେ ଜଣେ ହାର୍ଡକୋର କ୍ରମିନାଲ ଭଳି ଆଚରଣ ପ୍ରଦର୍ଶନ କରିବା ଘଟଣାକୁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ମୟୂରଭଂଜ ଜିଲ୍ଲା ୟୁନିଟ ପକ୍ଷରୁ ନିନ୍ଦା କରିବା ସହ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମ୍ବାଦିକ ମାନେ ବିକ୍ଷୋଭ ପ୍ରଦର୍ଶନ ପୂର୍ବକ ଜିଲ୍ଲାପାଳଙ୍କ ମାଧ୍ୟମରେ ରାଜ୍ୟପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇ ଏହି ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ ସହ ଜଣେ ବରିଷ୍ଠ କାର୍ଯ୍ୟରତ ସାମ୍ବାଦିକଙ୍କ ପ୍ରତି ଅମାନୁଷିକ ଆଚରଣ ପ୍ରଦର୍ଶନ କରି ତାଙ୍କର ମାନବାଧିକାର କ୍ଷ୍ୟୁର୍ଣ୍ଣ କରିଥିବା ଇଓଡବ୍ଲ୍ୟର ସଂପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା, ବରିଷ୍ଠ ସାମ୍ବାଦିକଙ୍କ ନାମରେ ହୋଇଥିବା ମାମଲାକୁ ସ୍ୱତନ୍ତ୍ର ବିଚାରକୁ ନେଇ ତାଙ୍କୁ ନିସର୍ତ ଖୋଲାସ କରିବା ଏବଂ ଆଗକୁ ଏଭଳି ଘଟଣାର ପୁନରାବୃତି ନହେବା ପାଇଁ ଦାବୀ କରାଯାଇଛି । ଏହି ବିକ୍ଷୋଭ ସମାବେଶରେ ଓଜେୟୁର ଜିଲ୍ଲା ସଭାପତି ରଂଜନ କୁମାର ଦାଶ, ସାଧାରଣ ସମ୍ପାଦକ ଅଭିଜିତ ମହାନ୍ତି, ରାଜ୍ୟ

ଉପସଭାପତି ଦୀପକ କୁମାର ମାୟକ, ଜିଲ୍ଲା ଉପସଭାପତି ଦୋଳଗୋବିନ୍ଦ ବାରିକ, ସହ ସମ୍ପାଦକ ପ୍ରିୟବ୍ରତ ମିଶ୍ର, ସୁକାନ୍ତ ଜୀଉ, ଆର୍ଯ୍ୟଭଟ୍ଟ ମହାନ୍ତି, ସୁବ୍ରତ ପ୍ରଧାନ, ଅସୀତ ସଡଙ୍ଗୀ, ଦେବେନ୍ଦ୍ର ନାଥ ଦାଶ, ସାରଦା ପ୍ରସାଦ ବାରିକ, ଅଭିଷେକ ଖୁଂଟିଆ, ପ୍ରଦୀପ୍ତ ହୋତା, ଅମର ପଂଝା, ଲକ୍ଷ୍ମଣ ଜେନା, ତରୁଣ କୁମାର ଦାସ, ସଂଜୀବ କୁମାର ରଣଜିତ, ରବିନ୍ଦ୍ର କୁମାର ନାୟକ, ମନୋଜ କୁମାର ପଣ୍ଡା, ଲଳିତ ବାରିକ, ଦିଲ୍ଲୁପ ପାତ୍ର, ଜୟନ୍ତ ଧଡା, ସ୍ୱରୁପାନନ୍ଦ ଦାସ, ଦୋଳଗୋବିନ୍ଦ ନାୟକ, ଦୀପକ ମୁଦୁଲି, ହରେକୃଷ୍ଣ ପାତ୍ର, ପ୍ରଭାସ କୁମାର ସାହୁ, ବିଜୁ ସିଂ ପ୍ରମୁଖ ବହୁ ସାମ୍ବାଦିକ ଯୋଗଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like