-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||     

HOME   ଜିଲ୍ଲା

ମୁରିବାହାଲରେ ଓଡିଶା ଆଦର୍ଶ ବିଦ୍ୟାଳୟ ୧୦୦ ବିଶିଷ୍ଟ ଛାତ୍ରୀ ନିବାସ ଉଦଘାଟନ ଅଞ୍ଚଳ ର ବହୁତ ଦିନର ଦାବି ପୁରଣ

04-Jul-2022



ମୁରିବାହାଲ(ସୁଦାମ ଚରଣ ବଘାର) ମୁରିବାହାଲରେ ସୋମବାର ଦିନ ଓଡିଶା ଆଦର୍ଶ ବିଦ୍ୟାଳୟ ୧୦୦ ବିଶିଷ୍ଟ ଛାତ୍ରୀ ନିବାସ ସୋମବାର ଦିନ ଉଦଘାଟନ ହୋଇଯାଇଛି|ଏହି ଅବସରରେ ଆଦର୍ଶ ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ପିତାମ୍ବର ବେସରା ଙ୍କ ସଭାପତିତ୍ୱ ରେ ଗୋଟିଏ ସଭା ଆୟୋଜନ ହୋଇଥିଲା |ଏହି ସଭାର ମୁଖ୍ୟଅତିଥି ତହସିଲଦାର ସୁନାଲି ପାତ୍ର, ମୁଖ୍ୟ ବକ୍ତା ଡିଗ୍ରୀ କଲେଜ ଅଧ୍ୟକ୍ଷ ସରୋଜ କୁମାର ନାୟକ, ସମ୍ମାନିତ ଅତିଥି ଏବିଇଓ କୋଦଣ୍ଡ ଭୋଇ ଓ ସାମ୍ବାଦିକ ସଙ୍ଘ ସଭାପତି ଭଗବାନ ମହାନ୍ତି |ଅତିଥି ବୃନ୍ଦ ଦୀପ ପ୍ରଜ୍ବଳନ କରି ମୁଖ୍ୟ

ଅତିଥି ତହସିଲଦାର ଶ୍ରୀମତୀ ପାତ୍ର ଆନୁଷ୍ଠାନିକ ଭାବରେ ଛାତ୍ରୀ ନିବାସ କୁ ଉଦଘାଟନ କରିଥିଲେ |ଏହି ଅବସରରେ ଅତିଥି ବୃନ୍ଦ ଓଡିଶା ଆଦର୍ଶ ବିଦ୍ୟାଳୟ ରେ ଯେପରି ଭଲ ନା ରଖିବେ ତା ସହିତ ଯେଉଁ ଛାତ୍ରଛାତ୍ରୀ ଙ୍କ ଯେଉଁ ବିଷୟରେ ପ୍ରତିଭା ଅଛି ତାହା ଉପରେ ଗୁରୁତ୍ୱ ଦେଇ ବିକଶିତ କରିବାପାଇଁ କହିଥିଲେ |ଛାତ୍ରଛାତ୍ରୀ ମାନେ ଆଦର୍ଶ ବିଦ୍ୟାଳୟ ର ନା ସହିତ ଅଞ୍ଚଳର ନା ରଖିବେ ମଣିଷଟିଏ ହୋଇ ଭଲ ମଣିଷ ହେବେ | ହଷ୍ଟେଲ ହେବା ଦ୍ୱାରା ଛାତ୍ରୀମାନେ ତାଙ୍କର ପଢିବାପାଇଁ ସମୟ ପାଇବେ ତା ସହିତ ସନ୍ଦେହ ଦୂର କରିପାରିବେ|  ଏହି ଅବସରରେ ଛାତ୍ରଛାତ୍ରୀ  ଓ ଅଭିଭାବକ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଚ୍ଛି |

ଛାତ୍ରୀ ନିବାସ କାର୍ଯ୍ୟକ୍ଷମ ହେଲାପରେ ଆହୁରି ସିଟ ସଂଖ୍ୟା ବଢିବା ସହିତ  ଛାତ୍ର ନିବାସ ହୋଇନଥିବାରୁ କେମିତି ଶୀଘ୍ର ତିଆରି ହୋଇପାରିବ ତାହାରି ଉପରେ ମଧ୍ୟ ସରକାର ଧ୍ୟାନ ଦେବାକୁ ଅନୁରୋଧ କରିଛନ୍ତି |

ଏହି ଅବସରରେ ଓଡିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ଈଶ୍ୱରଚନ୍ଦ୍ର ମଣ୍ଡଲ,ରିଙ୍କି ହରପାଲ, ଅରକ୍ଷିତ ନାଗ, ମୁକ୍ତେଶ୍ଵର ଛୁରା, ଶିବ ଶଙ୍କର ସେଠ, ସୌମ୍ୟବ୍ରତ ସତପଥି, ପ୍ରକାଶ କୁମାର ରାଉତ, ଛୋଟରାୟ ମାରାଣ୍ଡି, ଶଶାଙ୍କ ଶେଖର କବାଟ, କେଶବନନ୍ଦ ମଲ୍ଲିକ, ଗୀତାଞ୍ଜଳି ସେଠ, ହିମାଂଶୁ ବୁଏ,, ରାଜୀବ ପୁଟେଲ, ପ୍ରଭାସ ରଞ୍ଜନ ମେହେର,ସ୍ୱରୂପ ଠାକୁର, ରୋଶନ କୁମାର ମିଶ୍ର, ଆକାଶ ହରପାଲ, ବିକାଶ ଚନ୍ଦ୍ର ମହନ୍ତ, ଡୋଲମଣି ବାଗ, ସୌମିତ୍ରୀ ସାହୁ, ଲିଙ୍ଗରାଜ ପ୍ରଧାନୀ ପ୍ରମୁଖ ସାମିଲ ହୋଇ ସହଯୋଗ କରିଥିଲେ | ଶିବ ଶଙ୍କର ସେଠ ମଞ୍ଚ ପରିଚାଳନା କରିଥିବାବେଳେ ଶ୍ରୀ ନାଗ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026

You Might Also Like