-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ସ୍ଵଚ୍ଛ ଭାରତ ସଂଗଠନ ଓ ମାହେଶ୍ୱରୀ ସଂଗଠନ ର ମିଳିତ ସହଯୋଗରେ ପଲିଥିନ ମୁକ୍ତ ସଚେତନତା କାର୍ଯ୍ୟକ୍ରମ

04-Jul-2022



ତରଭା (ମନୋରଞ୍ଜନ ତ୍ରିପାଠୀ) ମା ମାହେଶ୍ୱରୀ ସମାଜ କଲ୍ୟାଣ ସଂଗଠନ ଓ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ପକ୍ଷରୁ ଆୟୋଜିତ ହୋଇଥିବା ଗତକାଲି ର ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଉପଲକ୍ଷେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା, ମାହେଶ୍ୱରୀ ସଂଗଠନ ପକ୍ଷରୁ ମନୋରଞ୍ଜନ ତ୍ରିପାଠୀଙ୍କ ସଂଯୋଜନାରେ ତରଭା ଧର୍ମଶାଳା

ଠାରୁ ଦୁର୍ଗା ମଣ୍ଡପ ଯାଏଁ ଏକ ପଲିଥିନ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l  ସ୍ୱାସ୍ଥ୍ୟ ମେଳାର ସଭା କାର୍ଯ୍ୟ ପରେ ଏହି ଶିବିରକୁ ଏସପି ଅମରେଶ ପଣ୍ଡା ଉଦଘାଟନ କରି ସ୍ବେଛାସେବୀଙ୍କୁ ଉତ୍ସାହିତ କରିଥିବା ବେଳେ ତରଭା  ତହସିଲଦାର ଅନାଦି ଚରଣ ସାହୁ, ଏନ ଏ ସି  ଅଧିକାରୀ ସୂର୍ଯ୍ୟାମଣି ଭୋଇ, ଏନ ଏ ସି ଅଧ୍ୟକ୍ଷା ବନ୍ଦିତା ନାଏକ, ତରଭାର ବରିଷ୍ଠ ସାମ୍ବାଦିକ ମାନଭଞ୍ଜନ ମିଶ୍ର, ବରିଷ୍ଠ ନାଗରିକ ଜୟପ୍ରକାଶ ସାହୁ, ମାହେଶ୍ୱରୀର ଉପଦେଷ୍ଟା ବ୍ୟାସଦେବ ନନ୍ଦ, ଲୋଟଶ ଷଡ଼ଙ୍ଗୀ, ଦିନେଶ ଶର୍ମା, ଡ଼. ଲଳିତ ସାହୁ ଓ ସୁନିତା ଗିରି  ସମେତ ସମସ୍ତ ମହିଳା ସଦସ୍ୟ  ଏବଂ  ସ୍ୱଚ୍ଛ ଭାରତ ସଂଗଠନର ଉପସଭାନେତ୍ରୀ ଇନ୍ଦୁମତୀ

ପୁରୋହିତ, ଉପ ସଭାପତି ମନୋଜ ପଣ୍ଡା, ଲଡ଼ୁ କିଶୋର ମଲ୍ଲିକ, ତରଣୀ ମେହେର, ବରିଷ୍ଠ ସଭ୍ୟ ପ୍ରମୋଦ ସାହୁ, ଡା. ସରୋଜ ପଟେଲ, ତ୍ରିଲୋଚନ ତରିଆ, ସୁଶାନ୍ତ ସାହୁ, ପ୍ରମୁଖ ବହୁ ସଭ୍ୟ ଓ ତରଭା,  ବଲାଙ୍ଗୀର ଅଂଚଳର ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେଇ ଧର୍ମ ଶାଳା ରୁ ଦୁର୍ଗା ମଣ୍ଡପ ସାପ୍ତାହିକ ବଜାର ଯାଏଁ ରାସ୍ତା ରେ ପଡ଼ିଥିବା ଆବର୍ଜନା ପଲିଥିନ ସବୁ କୁ ଗୋଟାଇ ଥିଲେ ଏବଂ ପରିବେଶ ସୁସ୍ଥତା ଓ ସୁରକ୍ଷା ପାଇଁ ସହର ର ଜନସାଧାରଣଙ୍କୁ ଏକ ପ୍ଲାଷ୍ଟିକମୁକ୍ତ ସଚେତନତା ର ବାର୍ତ୍ତା ପହଞ୍ଚାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like