-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଯୋଗୀଶର୍ଡ଼ା ପ୍ରାଥମିକ କୃଷି ସମବାୟ ସମିତି ର ନବ ନିର୍ବାଚିତ ସଭ୍ୟ ମାନଙ୍କୁ ନେଇ ସମ୍ବର୍ଦ୍ଧନା ସଭା

04-Jul-2022



ଲୋଇସିଂହା(ବିନୋଦ କୁମାର ଦୀପ) ଲୋଇସିଂହା ଅଧିନସ୍ଥ ଯୋଗୀଶର୍ଡ଼ା ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ସମସ୍ତ ନବ ନିର୍ବାଚିତ ଡାଇରେକ୍ଟର ସଭ୍ୟ ସଭ୍ୟା ମାନଙ୍କୁ ନେଇ ବଦୀବାହାଲ ଗ୍ରାମରେ ଏକ ସମ୍ବର୍ଦ୍ଧନା ସଭା ହୋଇଥିଲା ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ତଥା 33 ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତି ଲିଲିମା ବେହେରା ଓ ସମ୍ମାନିତ ଅତିଥି ଭାବରେ ବାଦୀବାହାଲ ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ତ୍ରୀପାଠୀ, ସମିତି ସଭ୍ୟ ଶ୍ରୀଯୁକ୍ତ ଅଜିତ୍ କୁମାର ବେହେରା ଉପସ୍ଥିତ ଥିଲେ ଥିଲେ l ଉକ୍ତ କାର୍ଯ୍ୟକ୍ରମରେ ନବ ନିର୍ବାଚିତ ଡାଇରେକ୍ଟର ମାନଙ୍କୁ ପୁଷ୍ପମାଲ୍ୟ ଦେଇ ସମ୍ମାନିତ କରିଥିଲେ l ବିଜୁ ଜନତା ଦଳର

ବ୍ଲକ୍ ସଭାପତି ହୃଦୟା ନନ୍ଦ ବେହେରାଙ୍କ ସଭାପତିତ୍ବରେ ସଭାକାର୍ଯ୍ୟ ପରିଚାଳନା କରିବା ସହ ଯୋଗୀଶର୍ଡା ଗ୍ରାମ ପଞ୍ଚାୟତର ପୁର୍ବତନ ବ୍ଲକ ସଭାପତି ସୁଶାନ୍ତ କୁମାର ମିଶ୍ର, ପୁର୍ବତନ ସମିତି ସଭ୍ୟ ହେମାଲ ମେଶୁଆ, ପୁର୍ବତନ ସରପଞ୍ଚ ପ୍ରଶାନ୍ତ ପ୍ରଧାନ, ଧିରେନ ବାରିକ, ଘାସିରାମ ସାହୁ, ବୁଢିପଦର ଗ୍ରାମ ପଞ୍ଚାୟତର ମନୋଜ କୁମାର ପ୍ରଧାନ, ନରୋତ୍ତମ ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ଭୂମିକା ଗ୍ରହଣ କରିଥିଲେ ଓ ମହେଶ କୁମାର ତ୍ରିପାଠୀ ଧନ୍ୟବାଦ ଦେଇ ସଭା ସାଂଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like