-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

କ୍ରୀଡା ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

04-Jul-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଏମଶ୍ରୀଗିଡା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସରୋଜ କୁମାର ଦାଶଙ୍କୁ ବ୍ଲକ କ୍ରୀଡା ସଂଘ ପକ୍ଷରୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେରେ ବ୍ଲକ କ୍ରୀଡା ସଂଘ ପକ୍ଷରୁ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ  ବଡ ବ୍ରାହ୍ମଣୀ ଠାରେ ପ୍ରଧାନ ଶିକ୍ଷକ ବୈକୁଣ୍ଠ ପଟେଲଙ୍କ ଅଧ୍ଯକ୍ଷତାରେ ଏକ ସଭା ହୋଇଥିଲା। ପରିଚାଳନା କିମିଟି ସଭାପତି ସୁନୀଲ ପାଣିଗ୍ରାହୀ,ବରିଷ୍ଠ ଶିକ୍ଷକ ସୁଧିର ପାଣିଗ୍ରାହୀ, କ୍ରୀଡା ସଂଘର ଉପଦେଷ୍ଟା ସୁରେନ୍ଦ୍ର ପଧାନ, ପିଟିଆଇ ସଭାପତି ହୃଦମଣି ସାହୁ, କ୍ରୀଡା ଶିକ୍ଷକ ସଂଘର ସଭାପତି ସଚିଦାନନ୍ଦ ପଧାନ, ସଂପାଦକ ବିଶିକେଶନ ମେହେର ପ୍ରମୁଖ ଅଚିଥି ଭାବେ ମଞ୍ଚାସୀନ ଥିଲେ। ଉନ୍ନତ କ୍ରୀଡାବିତ୍ ଗଠନରେ ବିଦାୟୀ ଶିକ୍ଷକ ଶ୍ରୀ ମିଶ୍ରଙ୍କ ପାରଦର୍ଶିତା ବିଷୟରେ ମଞ୍ଚାସୀନ ଅତିଥି ମାନେ ମତପୋଷଣ କରିଥିଲେ। ଅବସର ନେଇଥିବା କ୍ରୀଡା ଶିକ୍ଷକ ମିଶ୍ରଙ୍କୁ ସଂଘ ପକ୍ଷରୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କ୍ରୀଡା ଶିକ୍ଷକ ସରୋଜ କୁମାର ପୁରୋହିତ ସଭାକୁ ସଂଯୋଜନା କରିଥିଲେ। ଶେଷରେ  କୃଷ୍ଣଚନ୍ଦ୍ର ନାଏକ  ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like