-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

କୁରୁଲ ରାମଜୀ ହାଇସ୍କୁଲର ପୁରାତନ ବିଦ୍ୟାର୍ଥୀ ମାନଙ୍କ ମୋ’ ସ୍କୁଲ ଯୋଜନା ର ବୈଠକ

04-Jul-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ): ଓଡିଶା ସରକାରଙ୍କ ମୋ ସ୍କୁଲ ଅଭିଯାନ ଯୋଜନାରେ ନିଜକୁ ସାମିଲ କରିବା ପାଇଁ ରାମଜୀ ହାଇସ୍କୁଲ କୁରୁଲର ୨୦୧୦ ବ୍ୟାଚର ପୁରାତନ ବିଦ୍ୟାର୍ଥୀ ମାନେ ଏକତ୍ରିତ ହୋଇ ନିଜକୁ ମଣିଷ କରି ଗଢି ତୋଳିଥିବା ବିଦ୍ୟାମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ସଂକଳ୍ପ ନେଇଥିଲେ । ବିଦ୍ୟାଳୟର ସୁସଜ୍ଜିକରଣ, ପରିବେଶ ନିର୍ମାଣ, ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ସହାୟତା ପ୍ରଦାନ, ଶୈକ୍ଷିକ ବାତାବରଣକୁ ସୁଦୃଢ କରିବା, ବୃକ୍ଷରୋପଣ, ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର

ଆୟୋଜନ କରିବା ପାଇଁ ପୁରାତନ ବିଦ୍ୟାର୍ଥୀମାନେ ଆଲୋଚନା କରିବା ସହ ଭବିଷ୍ୟତରେ ତାହା କିପରି କାର୍ଯ୍ୟାନ୍ୱୟନ ହେବ ସେଥିପ୍ରତି ଆଲୋଚନା କରିଥିଲେ । ପ୍ରମୋଦ କୁମାର ନାଏକଙ୍କ ପରିଚାଳିତ ସଭାରେ ଛାତ୍ର ପ୍ରତାପ ନାଏକ, କହ୍ନେଇ ଚରଣ ପଟେଲ, ରାଜେଶ ଚନ୍ଦନ, ଆକାଶ ନାଏକ, ଦୁଷ୍ମନ୍ତ ପୋଢ, ରାଜୀବ ଲୋଚନ ରାଉତ, ସୁବିନ୍ଦ୍ର ଜାଲ, ମର୍ଯ୍ୟାଦାମୟୀ ପଟେଲ, ସୁନୀତା ରାଉତ, ସୀମାରାଣୀ ରାଏ, ସାଗରୀକା ସେଟ, ନଳିନୀ ସୁନା, ରାଜେଶ୍ୱରୀ ବାଗ, ଝରଣା ପଟେଲ, ଶିବାନୀ ଶଙ୍କର ପଟେଲ, ଦଶରଥ ପାଣ୍ଡେ, ଅତୁଲ ଦୀପ, ଶିବାନୀ ପଟେଲ ପ୍ରମୁଖ ପୁରାତନ ବିଦ୍ୟାର୍ଥୀ ଉପସ୍ଥିତ ଥିଲେ । ପ୍ରକୃତି ବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକ, ବିଜ୍ଞାନ ଶିକ୍ଷୟିତ୍ରୀ ବାସନ୍ତୀ ସାହୁ, ବିଜ୍ଞାନ ଶିକ୍ଷକ ଆନନ୍ଦ ଚନ୍ଦ୍ର ସାହୁ ଉପସ୍ଥିତ ରହି ସ୍କୁଲ ର ଉନ୍ନତି ନିମନ୍ତେ ନିଜ ନିଜ ସୁଚିନ୍ତିତ ମତାମତ ଦେଇ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like