-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ

04-Jul-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ)-ସ୍ଥାନୀୟ କଲେଜ ଛକ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଶିକ୍ଷା ବିକାଶ ସମିତି , ଓଡିଶାଙ୍କ ଯୋଜନା ଅନୁସାରେ ବଲାଙ୍ଗିର ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ସଙ୍କୁଳ ପ୍ରମୁଖ କାର୍ଯ୍ୟକ୍ରମରେ ରାମ କୁମାର ମିଶ୍ର, ସଙ୍କୁଳ ସଂଯୋଜକ ଆଲୋକ ଭୋଇ, ବିଦ୍ୟାଳୟର ସଭାପତି ସୁନୀଲ ପଣ୍ଡା, ସଂପାଦକ ଅଶୋକ ମିଶ୍ର, ପ୍ରଧାନ ଆଚାର୍ଯ୍ୟ ରବିନ୍ଦ୍ର ମିଶ୍ରଙ୍କ ଉପସ୍ଥିତିରେ ସମ୍ଭାଗ କୋଷାଧ୍ୟକ୍ଷ ଦତ୍ତାନନ୍ଦ  ପଣ୍ଡା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଭାରତର ସ୍ୱତନ୍ତ୍ରତା ସଂଗ୍ରାମ ସଂପର୍କରେ ବକ୍ତବ୍ୟ ରଖିଥିଲେ । ତିନି ଦିନ ବ୍ୟାପି ଏହି କର୍ମଶାଳାରେ ଶିଶୁ ବାଟିକା ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ, ତୃତୀୟ ରୁ ପଞ୍ଚମ ଶ୍ରେଣୀ ଓ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ ର ଏନ.ଇ.ପି  ଆଧାରିତ ବିଭାଗ ଅନୁଯାୟୀ ଶୈକ୍ଷିକ କାଳାଂଶମାନ ଅନୁଷ୍ଠିତ ହୋଇଥିଲା । ଶିଶୁ ଶିକ୍ଷା, ଉପକରଣ ପ୍ରସ୍ତୁତି, ଗୀତାଭିନୟ ଅଭ୍ୟାସ, ପାଠ୍ୟ ଯୋଜନା ପ୍ରସ୍ତୁତି, ଭ୍ରମଣ କାର୍ଯ୍ୟକ୍ରମ, ସ୍ପୋକେନ ଇଙ୍ଗଲିଶ, କ୍ରିୟା ଆଧାରିତ ଶିକ୍ଷା, ଆଇସିଟି ଯୁକ୍ତ ଆଦର୍ଶ ଶିକ୍ଷାଦାନ, ସ୍ୱାଧିନତା ସଂଗ୍ରାମୀଙ୍କ ଜୀବନୀ ସମ୍ବନ୍ଧୀୟ ଆଲୋଚନା ହୋଇଥିଲା । ଶିଶୁର ସମଗ୍ର ବିକାଶ ସମ୍ବନ୍ଧରେ ଶିବ ତ୍ରିପାଠୀ ଆଲୋଚନା କରିଥିବା ବେଳେ ଅଭିଜ୍ଞ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସମ୍ବାଗ ସଂଯୋଜନ ଜିତେନ୍ଦ୍ର କୁମାର ପଣ୍ଡା ସଙ୍ଗୀତ ଅଭ୍ୟାସ ସଂପର୍କରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ଡା. ମଞ୍ଜୁଳାକାନ୍ତ ପଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର ପ୍ରମୁଖ ଯୋଗ ଦେଇ ସମସ୍ତଙ୍କୁ ଶୁଭେଚ୍ଛା ପ୍ରଦାନ କରିଥିଲେ । ଉଦଯାପନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟୀର ଉପସଭାପତି କାଳୀପ୍ରସାଦ ମିଶ୍ର, ଯୁଗ୍ମ ସଂପାଦକ ଭବାନୀ ଶଙ୍କର ପାଣିଗ୍ରାହୀ, କୋଷାଧ୍ୟକ୍ଷ ନୀଳାଂଚଳ ଚିରଗୁନ, ସଦସ୍ୟା ପଙ୍କଜିନୀ ଠାକୁର ଓ ସାବିତ୍ରୀ ସେଠ ପ୍ରମୁଖଙ୍କ ଗହଣରେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟାପକ ଫାଲଗୁନି ମହାନନନ୍ଦିଆ ଆଚାର୍ଯ୍ୟ ରାଷ୍ଟ୍ର ନିର୍ମାତା ସମ୍ବନ୍ଧରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି କର୍ମଶାଳାରେ ସଙ୍କୁଳ ଅନ୍ତର୍ଗତ ୧୦ଟି ଶିଶୁ ମନ୍ଦିରରୁ ୧୫୦ ଜଣ ଗୁରୁଜୀ ଗୁରୁମା ଅଂଶ ଗ୍ରହଣ କରିଥିଲେ । ସଙ୍କୁଳ ପ୍ରମୁଖ ରାମ କୁମାର ମିଶ୍ର ଓ ସଙ୍କୁଳ ସଂଯୋଜକ ଆଲୋକ ଭୋଇ ତଥା ସମସ୍ତ ପ୍ରଧାନାଚାର୍ଯ୍ୟଙ୍କ ତତ୍ତ୍ୱାବଧାନରେ କର୍ମଶାଳାଟି ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ ଗୁରୁମା ଓ ସେବକ ସେବିକା ସହଯୋଗ କରିଥିଲେ । ମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like