-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଜଗତା ଘାଇ ପୁନଃରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଦୁର୍ନୀତି, ଖବର ସଂଗ୍ରହ ରେ ଯାଇଥିବା ସାମ୍ବାଦିକ ଙ୍କୁ ପେଟି କଣ୍ଟ୍ରାକ୍ଟର ତଥା କାଳିମେଘି ପଞ୍ଚାୟତ ର ସରପଞ୍ଚଙ୍କ ସ୍ୱାମୀଙ୍କ ଦବଙ୍ଗଗିରି

04-Jul-2022



ଗଞ୍ଜାମ(ଭଗବାନ ପାଢି)
ଦିନକୁ ଦିନ ସମ୍ବିଧାନ ର ଚତୁର୍ଥ ସ୍ଥମ୍ଭବ କୁହାଯାଉଥିବା ସାମ୍ବାଦିକ ଙ୍କ ଉପରେ କଣ୍ଟ୍ରାକ୍ଟର, ସରପଞ୍ଚ ଓ ମାଫିଆଙ୍କ ଆକ୍ରମଣ ବୃଦ୍ଧି ପାଇବାରେ ଲାଗିଛି l କେହୁଠି ଖବର ସଂଗ୍ରହ ପାଇଁ ଯାଇଥିବା ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହେଉଛି ତ କେହୁଠି ସଠିକ ଖବର ପ୍ରସାରଣ କଲେ ସାମ୍ବାଦିକ ଙ୍କୁ ମିଳୁଛି ହତ୍ୟା ଧମକ l ସେହି ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ କାଳିମେଘି  ପଞ୍ଚାୟତ ରେ l ପଞ୍ଚାୟତ ର ଜଗତାଘାଇ ରେ ଚାଲିଥିବା କାର୍ଯ୍ୟରେ ବ୍ୟାପକ ଅନିୟମିତତା  ନେଇ ଅଭିଯୋଗ ହେବାପରେ ଖବର ସଂଗ୍ରହ ପାଇଁ ପହଂଚିଥିବା ସାମ୍ବାଦିକ ଙ୍କ ସହ ପଞ୍ଚାୟତ ର ସରପଞ୍ଚ ଙ୍କ ସ୍ୱାମୀ ତଥା ପେଟି କଣ୍ଟ୍ରାକ୍ଟର ବିଶ୍ଵାମିତ୍ର ତ୍ରିପାଠୀ ଦୃବ୍ୟବହାର କରିବା ସହିତ ଦେଖାଇଛନ୍ତି ଦବଙ୍ଗଗିରି l
ଚାଷୀଙ୍କ ଜମିକୁ ଜଳସେଚନ ସାଙ୍ଗକୁ ଗୋଟିଏ   ଗୋଟିଏ ଟୁରିଜମ ସ୍ପଟ କରିବା ଉଦେଶ୍ୟନେଇ କବିସୂର୍ଯ୍ୟନଗର ବିଧାୟିକା ଙ୍କ ପ୍ରଚେଷ୍ଟା ରେ କ୍ଷୁଦ୍ର ଜଳସେଚନ ବିଭାଗ ଦ୍ୱାରା 2 କୋଟି 86 ଲକ୍ଷ ଟଙ୍କା ବ୍ୟୟରେ ଜଗତା ଘାଇର ଉନ୍ନତିକରଣ କାର୍ଯ୍ୟ ଗତ ଏପ୍ରିଲ ମାସଠାରୁ ଆରମ୍ଭ ହୋଇଥିବା ବେଳେ ଏହି ଉନ୍ନୟନ କାର୍ଯ୍ୟ ରେ ହୋଇଛି ବ୍ୟାପକ ଅନିୟମିତତା l କଣ୍ଟ୍ରାକ୍ଟର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାରେ ନିନ୍ମମାନର କାର୍ଯ୍ୟ କରାଯାଇଥିବା ହୋଇଛି ଅଭିଯୋଗ l ଯନ୍ତ୍ରୀଙ୍କ ଦାମିକା ଗାଡ଼ିରେ ପେଟି ଠିକାଦାର ବୁଲି ମଜାମଜଲିସ ଚଳାଉଥିବା ବେଳେ କାର୍ଯ୍ୟ ର ତଦାରଖ କରିବାକୁ କାର୍ଯ୍ୟରେ ଉପସ୍ଥିତ ରହୁନାହାନ୍ତି ଯନ୍ତ୍ରୀ l କୋଦାଳରେ ରହିଥିବା କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ରେ ପ୍ରାୟତଃ ଅନୁପସ୍ଥିତ ରହୁଛନ୍ତି l ଫଳରେ କଣ୍ଟ୍ରାକ୍ଟର ମନଇଚ୍ଛା ନିନ୍ମମାନର କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି l ଅନ୍ୟପଟେ ଏହି କାର୍ଯ୍ୟ ର ଅଟକଳ ମୂଲ୍ୟ କିମ୍ବା କାର୍ଯ୍ୟ ଶେଷ ତାରିଖ କହିପାରୁନାହାନ୍ତି ଯନ୍ତ୍ରୀ l ଜନସାଧାରଣ ଙ୍କ ଅବଗତି ନିମନ୍ତେ ଏଠାରେ ଲାଗୁନି ସୂଚନା ଫଳକ l କାର୍ଯ୍ୟ ସମ୍ବଦ୍ଧରେ ପଚାରିଲେ ଯନ୍ତ୍ରୀ ସାମ୍ବାଦିକ ମାନଙ୍କୁ ଗୁଣ୍ଡାର ଆକ୍ଷା ଦେବା ସହିତ ପେଟି କଣ୍ଟ୍ରାକ୍ଟର ଦ୍ୱାରା କରାଇଛନ୍ତି ଦୁର୍ବ୍ୟବହାର l ହେଲେ ଏଠି ପ୍ରଶ୍ନଉଠୁଛି ସତ୍ୟ ର ସନ୍ଧାନ କଲେ ଜଣେ ସାମ୍ବାଦିକ କେବେ ଗୁଣ୍ଡା ହୋଇଯାଏକି? ସରକାରୀ ବାବୁ ଯାହା କରିବେ ତାହା ଠିକ ଦୁର୍ନୀତି ପଦାକୁ ଆଣିବା ଭୁଲ l ହିଟଲର ଶାସନ ଭଳି କାର୍ଯ୍ୟକରୁଥିବା ଓ ସରକାରୀ ଟଙ୍କା ଆତ୍ମସାତ କରି ଦାମୀ ଗାଡ଼ିରେ ବୁଲୁଥିବା ପ୍ରଶାସନିକ ଅଧିକାରୀ ଙ୍କ ଉପରେ ଉଚ୍ଚସ୍ଥରୀୟ ତଦନ୍ତ କରାଯିବା ସହିତ ଭିଜିଲାନ୍ସ ତଦନ୍ତ କରିବାକୁ ଦାବିହେଉଛି l ଏବଂ ସାମ୍ବାଦିକ ଙ୍କ ଉପରେ ଦୁର୍ବ୍ୟବହାର କରିଥିବା ପେଟି କଣ୍ଟ୍ରାକ୍ଟର ଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like