-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ରେ ଶ୍ରାବଣ ମେଳା ପାଇଁ ପ୍ରସ୍ତୁତି ବୈଠକ। ପାନୀୟଜଳ, ଆଲୋକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା କୁ ଗୁରୁତ୍ବ

05-Jul-2022



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) /ବଲାଙ୍ଗୀର ଜିଲ୍ଲା ସର୍ବ ପୁରାତନ ଐତିହ୍ଯ ସମ୍ପନ୍ନ ରାଣୀପୁର ଝରିଆଲ ସୋମେଶ୍ବର ମହାଦେବ ଙ୍କ ମନ୍ଦିର ସ୍ଥିତ ଭୋଗମଣ୍ଡପରେ ଚଳିତ ବର୍ଷ ଶ୍ରାବଣ ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ ଙ୍କ ତତ୍ତ୍ଵାବଧାନ ରେ ହୋଇଥିବା ଏହି ବୈଠକରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା ସଭାପତିତ୍ବ କରିଥିଲେ। ବୈଠକକୁ ରାଣୀପୁର ଝରିଆଲ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ

ପରିଚାଳନା କରିଥିଲେ। ସମ୍ମାନିତ ଅତିଥିଭାବେ ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣୀ ସୁନାନୀ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁନାଥ ସୁନା ଓ ସିନ୍ଧେକେଲା ଥାନାଧିକାରି ଆଲୋକ ବେହେରା ପ୍ରମୁଖ ଯୋଗ ଦେଇଥିଲେ । କରୋନା ମହାମାରି ଯୋଗୁଁ ଦୁଇ ବର୍ଷ ପରେ ତନ୍ତ୍ର ମନ୍ତ୍ର ମନ୍ଦିର ମାଳିନୀ ୬୪ ଯୋଗିନୀ ଗଣଙ୍କ ଗହଣରେ ଥିବା ସୋମେଶ୍ବର ମହାଦେବଙ୍କ

ପିଠରେ ଚଳିତ ବର୍ଷ ଭକ୍ତ, ଶ୍ରଦ୍ଧାଳୁ ଓ ବୋଳବମ ବାଳା ଜଳଲାଗି କରିବା ପାଇଁ ବହୁ ସଂଖ୍ୟାରେ ପହଞ୍ଚିବା ଆଶା ରହିଛି । ତେଣୁ ପ୍ରବଳ ଭିଡକୁ ଆଖି ଆଗରେ ରଖି ଆସୁଥିବା ପାନୀୟଜଳ, ଆଲୋକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା କୁ ବୈଠକରେ ଗୁରୁତ୍ବ ଦିଆ ଯାଇଥିଲା। ପ୍ରତିବର୍ଷ ଭଲି ଏଥର ମଧ୍ଯ ମନସ୍କାମନା କରିଥିବା ଦାତା ମାନଙ୍କୁ ନିଜ ଖର୍ଚ୍ଚରେ ଭୋଗ ବ୍ୟବସ୍ଥା କରି ବୋଳବମ ଭକ୍ତଙ୍କୁ ଯୋଗାଇଦେବା ପାଇଁ କମିଟି ତରଫରୁ ଆମନ୍ତ୍ରିତ କରାଯିବାକୁ ନିଷ୍ପତ୍ତି ନିଆ ଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ଯରେ ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ, ଝରିଆଲ ସରପଞ୍ଚ ଭରଦ୍ବାଜ ଗହିର, ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ଠେମରା ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗ, ଝଳପ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ଗୋବିନ୍ଦ ପୁଟେଲ , ଗୋପୀନାଥ ସାହୁ , ମଞ୍ଜେସ ମେହେର, କ୍ଷୀରସିନ୍ଧୁ ଭୋଇ, ପର୍ମାନନ୍ଦ ଭୋଇ, ଦୀପକ ଯାଦବ, ରଶ୍ମିରଞ୍ଜନ ପୁଟେଲ, ହୁଲେଶ୍ବର ହଂସ, ଅଶୋକ ଭୋଇ, ଗଣେଶ ସାହୁ , ପ୍ରହଲ୍ଲାଦ ସାହୁ , କିଶୋର ସାହୁ , ହେମନ୍ତ ସାହୁ , ନୌରାଜ ରଣା , ନିତ୍ୟାନନ୍ଦ ପୃଷେଠ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like