-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ବନମହୋତ୍ସବ ପାଳିତ

05-Jul-2022



(ପ୍ରେରଣା ଖବର) ଦମକିପାଲିଠାରେ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇଙ୍କ ସଭାପତିତ୍ବରେ ୭୩ତମ ବନମହୋତ୍ସବ ପାଳିତ ହୋଇ ଯାଇଛି ।  ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ  ଆମ ଜଙ୍ଗଲ ଯୋଜନା ଫିଲ୍ ଅଫିସର୍ ଶ୍ରୀଯୁକ୍ତ ସିଦ୍ଧେଶ୍ବର ପଧାନ ପାଟଣାଗଡରେଞ୍ଜ ଲରମ୍ଭା ସେକ୍ସସନ ବନରକ୍ଷୀ ଶ୍ରୀଯୁକ୍ତ ସୁନ୍ଦର ରାମ ସାଏ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ  ବୃକ୍ଷର ମହତ୍ତ୍ବ ଓ ତାର ସୁରକ୍ଷା ଉପରେ ସଚେତନ କରିଥିଲେ  । ପ୍ରତିବର୍ଷ ଶିଶୁମାନେ ବୃକ୍ଷ ରୋପଣ କରି ତାର ଉପଯୁକ୍ତ ଯତ୍ନ ନେଲେ ସମାଜକୁ ସବୁଠୁ ବଡ ସେବା କରି ବୋଲି ପାରିବା ଉଦବୋଧନ ଦେଇଥିଲେ ।ଛାତ୍ର ଛାତ୍ରୀମାନେ ବୃକ୍ଷ ହିଁ ଜୀବନ ଉପରେ ବକ୍ତୃତା ଦେଇଥିଲେ ।ସମସ୍ତ ଛାତ୍ରଛାତୀଙ୍କୁ ପୁରସ୍କୃତ କରା ଯାଇ ଥିଲା । ଶିକ୍ଷକ ଦେବରାଜ ପଧାନ, ଆଶିଷ କୁମାର ପାତ୍ର,ସନ୍ଦୀପ କୁମାର ସାହୁ, ସ୍ନିଗ୍ଧାମୟୀ ଯୋଶୀ, ଉର୍ବଶୀ ରାଜହଂସ,
 ଅନିମା ପଧାନ,ଅଙ୍ଗନଓ୍ବାଡି କର୍ମୀ ଲକ୍ଷ୍ମୀ ତାଣ୍ଡି,କାଦମ୍ବିନୀ କୁମ୍ଭାର,ଏସ. ଏମ.ସି. ସଭ୍ୟ ମୋହନ ନାଏକ ଏବଂ ଲକ୍ଷ୍ମଣ ତାଣ୍ଡି ସହଯୋଗ କରିଥିଲେ ।ସହ ଶିକ୍ଷକ ସତ୍ୟ ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।ଶେଷରେ ବିଦ୍ୟାଳୟ ପରିସରରେ  ପଣସ,ଅଁଳା,କଦମ୍ବ ବୃକ୍ଷ ରୋପଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like