-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ

05-Jul-2022



 ବଲାଙ୍ଗୀର (ପ୍ରେରଣା ଖବର) - ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ସ୍ଥିତ ମହର୍ଷି ବୁଦ୍ଧରାମ ଡିଗ୍ରୀ ମହାବିଦ୍ୟାଳୟ(ଗୋବିନ୍ଦବିହାର) ଠାରେ କଲେଜର  ଅଧ୍ୟକ୍ଷ ସଚ୍ଚିଦାନନ୍ଦ ରଥଙ୍କ ଅଧ୍ୟକ୍ଷତା ଏବଂ କଲେଜର ଏନ୍ ଏସ୍ ଏସ୍ ଓ ଯୁବ ରେଡ଼ କ୍ରସର ମିଳିତ ଆନୁକୂଲ୍ୟରେ  କାଉନସିଲର୍ ଅଧ୍ୟାପିକା ରୋଜି ମାହାଣା,  ଅଧ୍ୟାପକ ଉମାକାନ୍ତ ନାଗ ଏବଂ ବିକାଶ ଝାଙ୍କରଙ୍କ ପରିଚାଳନାରେ  ବନ ମହୋତ୍ସବ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାଇକ ବାହାଲ ସରପଞ୍ଚ ଶ୍ରୀଯୁକ୍ତ ଗଣନାଥ ସାହୁ , ସମ୍ମାନିତ ଅତିଥି ଭାବରେ ନାରାୟଣ ପୁର ବନ ବିଭାଗର  ଫରେଷ୍ଟର ଶ୍ରୀ କିରଣ କୁମାର ବିଶୋଇ,ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି  ବାଳଗୋପାଳ ପଣ୍ଡା , ଅଧ୍ୟାପକ ପ୍ରିୟବ୍ରତ ମହାକୁର, ଅଧ୍ୟାପକ ମଧୁମଙ୍ଗଳ ଖମାରୀ, ଯୋଗ ଦେଇ ବୃକ୍ଷ ରୋପଣର ଆବଶ୍ୟକତା  ବିଷୟରେ ଆଲୋଚନା କରିଥିଲେ । ଅଧ୍ୟାପକ ବିକାଶ ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ ।  ମହାବିଦ୍ୟାଳୟର  କମିଟି ସଦସ୍ୟ   ଚୈତନ୍ୟ ବାରିକ, ଶ୍ରୀଯୁକ୍ତ ହୃଷୀକେଶ ପାତ୍ର,  ମହାଦେବ ଜେନା,  ସବ୍ୟସାଚୀ ଦଣ୍ଡ ସେନା,  ସିଦ୍ଧାର୍ଥ ଅଗ୍ରୱାଲ, ଯୋଗ ଦେଇ  ବହୁ ଛାତ୍ର ଛାତ୍ରୀଙ୍କ  ସହିତ ମିଳିତ ଭାବରେ କଲେଜ ପରିସରରେ ବିଭିନ୍ନ ବୃକ୍ଷର ୧୫୦ ରୁ ଉର୍ଦ୍ଧ୍ବ ଚାରା ରୋପଣ କରାଯାଇଥିଲା । କଲେଜର  ସମସ୍ତ କର୍ମଚାରୀ ବୃନ୍ଦଙ୍କ ସହଯୋଗରେ  କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like