-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ରାଜ୍ୟ

ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର

05-Jul-2022



ବଲାଙ୍ଗୀର,(ଅନ୍ତର୍ଯ୍ୟାମୀ ସାହୁ): ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଭୁତିଆରବାହାଲ ଗାଁ ନିକଟରେ ଥିବା ମାଁ ଷ୍ଟୋନକ୍ରସରରେ ଆଜି ଏକ ବଡ ଅଘଟଣ ଘଟିଯାଇଛି । କ୍ରସରରେ ନାଇଟ୍ରୋଜେନ ଗ୍ୟାସ ସିଲିଣ୍ଡର ଫିଲିଂ ବେଳେ ତାହା ବ୍ଲାଷ୍ଟ ହୋଇଯିବାରୁ ୩ଜଣ ଶ୍ରମିକ ଗୁରୁତର ଆହତ ହୋଇଯାଇଛନ୍ତି । ତାଙ୍କ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲକୁ ଅଣାଯାଇ ଭର୍ତ୍ତି କରାଯାଇଛି । ତେବେ ବାପି ବାଗଡି ନାମକ ଜଣେ ଶ୍ରମିକ ଅଧିକ ଗୁରୁତର ଥିବାରୁ ତାଙ୍କୁ ବରଗଡ ବିକାଶ ହସପିଟାଲକୁ ନିଆଯାଇ ଭର୍ତ୍ତି କରାଯାଇଛି । ଅନ୍ୟ ଦୁଇଜଣ ବିକାଶ କୁମାର ଓ ରାଜୀବ ବାଗଡି ବଲାଙ୍ଗୀରରେ ଚିକିତ୍ସିତ ହେଉଛନ୍ତି । ବାପିଙ୍କ ଦେହ ପୋଡିଯାଇଥିବା ବେଳେ ଗୋଡ ମଧ୍ୟ ଭାଙ୍ଗିଥିବା କୁହାଯାଉଛି । ସେହିପରି ବିକାଶର ହାତ ଓ ମୁହଁ ପୋଡିଯାଇଛି । ରାଜୀବଙ୍କ ଆଖିରେ ଆଘାତ ଲାଗିଛି । ସେ ଠିକରେ ଦେଖିପାରୁନଥିବା କହିଛନ୍ତି । ତେବେ ଏହି ଶ୍ରମିକମାନେ ପଶ୍ଚିମବଙ୍ଗର ହୋଇଥିବା ବେଳେ ସେମାନେ ଦୈନିକ ମଜୁରିଆ ଭାବରେ କାମ କରୁଥିଲେ ବୋଲି ଜଣାପଡିଛି । କିନ୍ତୁ ସେମାନେ ଏଭଳି ବିପଦପୂର୍ଣ୍ଣ କାମ କରୁଥିଲେ ହେଁ ଶ୍ରମିକଙ୍କ ସୁରକ୍ଷା ଉପକରଣ ଯଥା ହେଲମେଟ, ଗ୍ଲୋବସ ଓ ଜୋତା ପିନ୍ଧିନଥିବା କାରଣରୁ

ଅଘଟଣର ଶୀକର ହୋଇଥିଲେ ବୋଲି କୁହାଯାଉଛି । ମାଁ କ୍ରସରଟି ବଲାଙ୍ଗୀରର ନୀରୋଜ ଅଗ୍ରୱାଲଙ୍କ ନାମରେ ରହିଥିବା ବେଳେ ଏହା ବିନା ପଞ୍ଜିକରଣରେ ବେଆଇନ ଭାବରେ ଚାଲିଥିବା ଅଭିଯୋଗ ହେଉଛି । ପୂର୍ବରୁ ଅନେକ ଥର ଏହି କ୍ରସରକୁ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ ହେଁ ପ୍ରଶାସନକୁ ହାତକରି ସବୁ ତଦନ୍ତକୁ ଚପାଇଦିଆଯାଇଛି । ନୀୟମ ରହିଛି କ୍ରସର ଚଳାଇବାକୁ ହେଲେ କ୍ରସର ପଞ୍ଜିକରଣ ସହିତ ନିୟୋଜିତ ଶ୍ରମିକମାନଙ୍କ ପଞ୍ଜିକରଣ ନିତାନ୍ତ ଆବଶ୍ୟକ । କିନ୍ତୁ ଏଠାରେ ସବୁ ନୀୟମକୁ ଫୁ କରି ବେଆଇନ ଭାବରେ ବଙ୍ଗାଳି ଶ୍ରମିକଙ୍କୁ ନିୟୋଜିତ କରାଯାଇଛି । ତେବେ ସବୁଠୁ ଗୁତୁତ୍ୱପୂର୍ଣ୍ଣ ବିଷୟ ହେଲା ଦିନ ୧୦ଟାରେ ଏହି ଘଟଣା ଘଟିଥିଲେ ହେଁ ଦେଓଗାଁ ଥାନାରେ ଏନେଇ ଖବର ନାହିଁ । ଏ ବିଷୟରେ ଦେଓଗାଁ ଥାନା ଅଧିକାରୀଙ୍କୁ ପଚାରିବାରୁ ଦିନ ଅଢେଇଟାରେ ମୁଁ ଏବେ ଏବିଷୟରେ ଜାଣିବାକୁ ପାଇଛି ଓ ଷ୍ଟାଫଙ୍କୁ ପଠାଉଛି ବୋଲି କହିଛନ୍ତି । ବେଆଇନ କ୍ରସର ଓ ବେଆଇନ ଶ୍ରମିକ ନିୟୋଜନ କରାଯାଇଥିବା ବିଷୟକୁ ନେଇ ତଦନ୍ତ କରାଯିବା ସହିତ ଆହତ ଶ୍ରମିକମାନଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like