-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ରକ୍ତଦାନ ପାଇଁ ନାରୀ ସମାଜକୁ ଆହ୍ୱାନ କଲେ କାବ୍ୟଶ୍ରୀ ପ୍ରଧାନ

05-Jul-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ରକ୍ତଦାନ ପାଇଁ ନାରୀ ସମାଜ ପଛଘୁଞ୍ଚା ଦେଉଥିବା ବେଳେ ନିଜେ ରକ୍ତ ଦାନ କରି ନାରୀ ସମାଜକୁ ଆହ୍ୱାନ କରିଛନ୍ତି କାବ୍ୟଶ୍ରୀ ପ୍ରଧାନ । ମହୀମୁଣ୍ଡା ଗ୍ରାମର ଜମୁନା ଗଡତ୍ୟା (୬୫) ଗତ ଦୁଇ ଦ ହେଲା ଭିମଭୋଇ ମେଡିକାଲ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ରକ୍ତ ପରିମାଣ କମିବାରୁ ଡାକ୍ତର ତାଙ୍କୁ ରକ୍ତ ଦେବା ପାଇଁ ପରାମର୍ଶ ଦେଇଥିଲେ । ଜମୁନା ଗଡତ୍ୟାଙ୍କ ପୁତ୍ର

ଲଳାଟେନ୍ଦୁ ଗଡତ୍ୟା ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ରକ୍ତ ପାଇଁ ସହଯୋଗ ମାଗିଥିଲେ । ଖବର ପାଇ ଜିଲ୍ଲା ଯୁବ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଦୁର୍ଗାପାଲି ଗ୍ରାମର ସକ୍ରିୟ ସଦସ୍ୟା କାବ୍ୟଶ୍ରୀ ପ୍ରଧାନ ୧୫ କିମି ଦୂରରୁ ଆସି ରକ୍ତଦାନ କଲେ । ରକ୍ତଦାନ କରି ନାରୀ ସମାଜକୁ ଉତ୍ସାହିତ କରିଥିବାରୁ କାବ୍ୟଶ୍ରୀଙ୍କୁ ବିଭିନ୍ନ ମହଳରୁ ପ୍ରଶଂସା  କରାଯାଇଛି । ରକ୍ତଦାନ ସମୟରେ ପୁଇଁନ୍ତଲା ବ୍ଲକ ସଦସ୍ୟ ଜିତେନ୍ଦ୍ର ବିଶ୍ୱାଲ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like