-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

ହେରା ପଞ୍ଚମୀ ଉପଲକ୍ଷେ ପଞ୍ଚମ ର ଭଜନ ସନ୍ଧ୍ୟା

05-Jul-2022



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ସାଂସ୍କୃତିକ ଅନୁଷ୍ଠାନ ପଞ୍ଚମ ପକ୍ଷରୁ ହେରା ପଞ୍ଚମୀ ଉପଲକ୍ଷେ ଭଜନ ସନ୍ଧ୍ୟା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।ଭଜନ ଆରମ୍ଭ ପୂର୍ବରୁ ଅନୁଷ୍ଠାନର ମୁଖ୍ୟ ମୁରଲୀ ପତି ରାଧାକୃଷ୍ଣଙ୍କ ଠାରେ ଦୀପ ପ୍ରଜ୍ଜ୍ୱଳନ କରି ଭଜନ  ଆରମ୍ଭ କରିଥିଲେ । ବାଦ୍ୟଯନ୍ତ୍ରରେ ପଞ୍ଚମର ଛାତ୍ର ମାନେ ବାଦ୍ୟ ବଜାଇ ଥିବା ବେଳେ ଶ୍ରୀଯୁକ୍ତ ପତି ପ୍ରାରମ୍ଭିକ ଭଜନ ପରିବେଷଣ କରିଥିଲେ।ଶିକ୍ଷକ ମଧୁସୂଦନ ନାୟକ ଭଜନ ସନ୍ଧ୍ୟା କାର୍ଯକ୍ରମକୁ ସଂଯୋଜନା କରିଥିଲେ । ପଞ୍ଚମର ଛାତ୍ରଛାତ୍ରୀ ମାନେ ଜଗନ୍ନାଥଙ୍କ ସୁନ୍ଦର ଭଜନ ପରିବେଷଣ କରିଥିଲେ l

 ପଞ୍ଚମର ଅନ୍ୟତମ ପ୍ରତିଷ୍ଠାତା ସଭ୍ୟ ଗୌରହରି ମହାପାତ୍ର ଭଜନ ସନ୍ଧ୍ୟା କାର୍ଯକ୍ରମକୁ ପରିଚାଳନା କରିଥିଲେ । ତବଲା ବାଦ୍ୟରେ କ୍ରିଷ୍ଣାରାଜ ପତି, ହର୍ମୋନୀୟମରେ ମୁରଲୀ ପତି ଏବଂ କେସିଓରେ ସାମନ୍ତ ବହୁତ ସୁନ୍ଦର ଭାବରେ ସଙ୍ଗୀତର ତାଳେ ତାଳେ ବାଦ୍ୟ ବଜାଇ ଭକ୍ତ ମାନଙ୍କ ମନ ମୋହି ନେଇଥିଲେ । ସନ୍ଧ୍ୟା ୭ ରୁ କାର୍ଯକ୍ରମ ଆରମ୍ଭ ହୋଇଥିବା ବେଳେ ଭକ୍ତ ଙ୍କ ଭିଡ଼ ବଢ଼ି ଯାଇଥିଲା । ଏଭଳି ଭଜନ କାର୍ଯକ୍ରମ ଯୋଗୁ ଲୋକଙ୍କ ମନରେ ଭକ୍ତି ଏବଂ ସାକାର ମନୋଭାବ ଦେଖାଦେଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like