-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ଜ୍ଞାନ ପ୍ରକାଶର ଜାତୀୟସ୍ତରୀୟ  ବାର୍ଷିକୋତ୍ସବ 

05-Jul-2022



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ଆମ ରାଜ୍ୟର ଐତିହାସିକ ସହର ବୌଦ୍ଧଜିଲ୍ଲା ସଦର ଟାଉନ ହଲ ଠାରେ ଜ୍ଞାନ ପ୍ରକାଶର ବାର୍ଷିକ ଉତ୍ସଵ ମହା ଆଡମ୍ବରରେ ଅନୁଷ୍ଠିତ ହୋଇ ଯାଇଛି । ଜ୍ଞାନ ପ୍ରକାଶର ମୁଖ୍ୟ ଉପଦେଷ୍ଟା ଶିକ୍ଷା ପରାମର୍ଶଦାତା ଜ୍ଞାନଚାନ୍ଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଦେଶର ୧୨ଟି ରାଜ୍ୟର ବିଶିଷ୍ଟବ୍ୟକ୍ତି ମାନେ ଅତିଥି ଭାବରେ

ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।
ଜ୍ଞାନଚାନ୍ଦ ଚାନ୍ଦ ଶତପଥୀ ଏହାର ଲକ୍ଷ୍ୟ ଏବଂ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ ।
 ଶିକ୍ଷାବିତ ଦିଲ୍ଲୀପ ଖୁଣ୍ଟିଆଙ୍କ ସଂଯୋଜନାରେ ଏନ ଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଉକ୍ତ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏନ ସିଇ ଆରଟିର ପ୍ରଫେସର ଡ. ଲକ୍ଷ୍ମୀଧର ବେହେରା,ନିଫାର ଅଧ୍ୟକ୍ଷ ପ୍ରୀତିପାଲ ସିଂ ପାନୁ,ଆନ୍ଦ୍ରପ୍ରଦେଶର ଏମ ଦେବେନ୍ଦ୍ର ବାବୁ,ମିଜୋରାମର ଜେ ସିଂଟା,ଆସାମର ସ୍ୱପ୍ନାଳି ଗୋଗେଇ,ପଶ୍ଚିମବଙ୍ଗର ସମୀର ଜେନା,ବିହାରର ନୀତିଶ ସିଂହା,ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ସହକାରୀ ପ୍ରଫେସର ଶ୍ରବଣ ବାଗ, ୱାଇସିଡିଏର
ରାଜେନ୍ଦ୍ର ମେହେର ଏବଂ ଜ୍ଞାନପ୍ରକାଶର ରାଜ୍ୟ ମୁଖ୍ୟ ଅମ୍ବିକା ସ୍ବାଇଁ ନିଜର ଅଭିବ୍ୟକ୍ତି ରଖି କହିଥିଲେ ଜ୍ଞାନପ୍ରକାଶ କେବଳ ଶିକ୍ଷାଭିତ୍ତିକ ପତ୍ରିକାଟିଏ ନୁହେଁ ଏହା ପରସ୍ପର ସଂପର୍କର ସେତୁ
ପାରିବାରିକ ବନ୍ଧନ ।ଶିକ୍ଷା ସଂସ୍କୃତି ,କଳା,ଆମ ଐତିହ୍ୟ ,ପରମ୍ପରାକୁ ବିଶ୍ୱ ଦରବାରରେ ପହେଞ୍ଚେଇ ଶିକ୍ଷାର ବିକାଶ କରିବା ଏହାର ମୂଳ ଲକ୍ଷ୍ୟ ।ଏହି ଅବସରରେ ରାଜ୍ୟର ସମସ୍ତ

ଜିଲ୍ଲାର ପ୍ରତିନିଧି ସମେତ,ଲେଖକ, କବି,ଗବେଷକ, ଶିକ୍ଷାବିତ, କଳାକାର ବହୁ ଛାତ୍ର ଛାତ୍ରୀ ଯୋଗ ଦେଇ ଥିଲେ,ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଥିବା କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୁତ କରାଯିବା ସହିତ ଓଡ଼ିଶାର ୩୦ଟି ଜିଲ୍ଲାରୁ ଆସିଥିବା ବିଭିନ୍ନ କ୍ଷେତ୍ର ପାଇଁ ୧୫ଜଣଙ୍କୁ ମାନପତ୍ର ପ୍ରଦାନ ସହ ଉପସ୍ଥିତ ସମସ୍ତ କବି ଲେଖକ ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା । ଯୋଗ ଦେଇଥିବା କଳାକାର ମାନେ ନିଜର କଳାକୃତି ପ୍ରଦର୍ଶନ କରିଥିଲେ ।
ଏହି ଅବସରରେ ଶିକ୍ଷାଭିତ୍ତିକ ପତ୍ରିକା" ଜ୍ଞାନପ୍ରକାଶ" ଏବଂ ଜ୍ଞାନପ୍ରକାଶ ପ୍ରକାଶନୀରେ ମୁଦ୍ରିତ ଲେଖିକା ଅମ୍ବିକା ସ୍ବାଇଁଙ୍କ ସମେତ,ପଦ୍ମାଲୟା ମିଶ୍ର, କରୁଣାର ଘଣ୍ଟୁଆଳ,ନୀତିଶ ସିହ୍ନାଙ୍କ ପୁସ୍ତକ ଅତିଥିମାନଙ୍କ କରକମଳରେ ଉନ୍ମୋଚିତ ହୋଇଥିଲା ।ଶ୍ରୀଯୁକ୍ତ ବସନ୍ତ ସାହୁ,ଦେବାଶିଷ ପୁରୋହିତ ଏବଂ ଜ୍ଞାନ ପ୍ରକାଶର ଅନ୍ୟ ସଦସ୍ୟ ମାନେ କାର୍ଯ୍ୟକ୍ରମକୁ ସଫଳ ପରି ଚାଳନା କରିଥିଲେ । ସଂଗଠନର  ସମ୍ପାଦକ ସରୋଜ କୁମାର ସାହୁ ବାର୍ଷିକ ବିବରଣୀ ପାଠ ସହ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like