-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||     

HOME   ଜିଲ୍ଲା

ନେତାଜୀ ସୁବାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟରେ ନେତାଜୀଙ୍କ ପୂର୍ଣ୍ଣIବୟବ ପ୍ରତିମୂର୍ତ୍ତି ସ୍ଥାପନ ଶିଳାନ୍ୟାସ ଏବଂ ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ I

05-Jul-2022



ସମ୍ବଲପୁର(ସଞ୍ଜୀବ କୁମାର ପାଣିଗ୍ରାହୀ) ନେତାଜୀ ସୁବାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ମଙ୍ଗଳବାର ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପୂର୍ଣ୍ଣIବୟବ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଶିଳାନ୍ୟାସ ଏବଂ ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ ହୋଇଛି I ମହାବିଦ୍ୟାଳୟ

ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତୀତ/ ଇତିହାସ ବିନା ଭବିଷ୍ୟତ ଗଠନ ଅସମ୍ଭବ ବୋଲି କହିଥିଲେ I ବର୍ତ୍ତମାନର ଭିତ୍ତି ଭୂମିକୁ ସୁଦୃଢ କରିବା ସହିତ ନେତାଜୀଙ୍କ ଜୀବନାଦର୍ଶନ ଉପରେ ଅନୁପ୍ରାଣିତ ହେବା ପାଇଁ ଶ୍ରୀ ଆଚାର୍ଯ୍ୟ ସମସ୍ତ ଛାତ୍ର/ଛାତ୍ରୀଙ୍କୁ ଆହ୍ୱାନ କରିଥିଲେ I ଜ଼ିଲ୍ଲା ପରିଷଦ ଅଧକ୍ଷ କୁମୋଦିନୀ ନାୟକ, ଅତିରିକ୍ତ ଜ଼ିଲ୍ଲାପାଳ ଉମାକାନ୍ତ ରାଜ, ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶିକା ପ୍ରଭାବତୀ ଗୁରୁ, ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ପାଳନ କମିଟି ଅଧକ୍ଷ ଅନିରୁଦ୍ଧ ପ୍ରଧାନ, କୋଷାଧକ୍ଷ ଜୟ ଶଙ୍କର ମିଶ୍ର, ଉପ ସଭାପତି ମନୋଜ ମହାପାତ୍ର ପ୍ରମୁଖ ସମ୍ମାନୀତ ଅତୀତ ଭାବେ ଯୋଗଦାନ କରିଥିଲେ I ଅଧ୍ୟାପକ ମାନେ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେବା ଏବଂ ଛାତ୍ର ଛାତ୍ରୀ ଶୃଙ୍ଖଳିତ ହେଲେ ବ୍ୟକ୍ତିତ୍ୱର ବିକାଶ ହୋଇଥାଏ ବୋଲି ଅତିଥି ଗଣ ମତ ପୋଷଣ କରିଥିଲେ I ମହାବିଦ୍ୟାଳୟର ଅଧକ୍ଷ ଦୁର୍ଲଭ ସା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବାବେଳେ ଓଡିଶା ବିଭାଗ ଅଧ୍ୟାପକ ଡ଼ଃ ଶ୍ୟାମ ଭୋଇ ଅତିଥି ପରିଚୟ ପ୍ରଦାନ

କରିଥିଲେ I ଏହି ଅବସରରେ ମୋ ମହାବିଦ୍ୟାଳୟ ଅଭିଯାନ ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ପାଳନ କମିଟିର ଅଧକ୍ଷ ଅନିରୁଦ୍ଧ ପ୍ରଧାନ ଅର୍ଥ ରାଶି ଚେକ ପ୍ରଦାନ କରିଥିଲେ I ବାଣିଜ୍ୟ ବିଭାଗ ଅଧ୍ୟାପକ ଡ଼ଃ ବିଶ୍ୱ ମୋହନ ଜେନାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ପୁରାତନ ଛାତ୍ର, ଅଧ୍ୟୟନ ରତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ I ସଭା ପ୍ରାରମ୍ଭରେ ମହାବିଦ୍ୟାଳୟ ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା I ଶେଷରେ ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହ କମିଟି ସାଧାରଣ ସମ୍ପାଦକ ହୀରାଲାଲ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026

You Might Also Like