-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସଦର ଥାନାରେ କର୍ତ୍ତବ୍ଯରତ ସାମ୍ବାଦିକଙ୍କୁ ଆକ୍ରମଣ କୁ ନେଇ ନିନ୍ଦା

06-Jul-2022



ସିନ୍ଧେକେଲା : ଜଣେ କର୍ତ୍ତବ୍ଯରତ ସାମ୍ବାଦିକଙ୍କୁ ବଲାଙ୍ଗୀର ସଦର ଥାନା ଏଏସଆଇ ଆକ୍ରମଣ ଘଟଣାକୁ ଘୋର ନିନ୍ଦା କରିଛନ୍ତି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟରତ ସାମ୍ବାଦିକ ଗଣ । ରାଜ୍ଯ ସରକାର ପୋଲିସ ପ୍ରଶାସନ କୁ ୫ ଟି ରେ ସାମିଲ କରିଛନ୍ତି । ସାଧାରଣ ଲୋକେ ଥାନାକୁ ଗଲେ ଭଲ ବ୍ୟବହାର ସହ ବସିବା ସହ ପାନୀୟଜଳ ବ୍ୟବସ୍ଥା କରିବାକୁ ଥାନା ମାନଙ୍କୁ ସରକାରୀ ଆଦେଶ ଦିଆ ଯାଇଥିଲା। ଆମ ପୋଲିସ ସମିତି ଭଲି ମାସିକ ବୈଠକ କରି ସାଧାରଣ ଲୋକଙ୍କ ସହ ଅଧିକରୁ ଯୋଡିହେବା ସହ ନିକଟତର ହେବା ପାଇଁ ଥାନା ମାନଙ୍କୁ ନିର୍ଦ୍ଦେଶ ଅଛି । ହେଲେ ଏ ସବୁ ସତେ ଯେମିତି ବଲାଙ୍ଗୀର ଜିଲ୍ଲାରେ ଓଲଟା ରୁପ ନେଇଛି । ସାଧାରଣ ଲୋକଙ୍କ କଥା ତ ଛାଡନ୍ତୁ ଖୋଦ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହା ଯାଉଥିବା କର୍ତ୍ତବ୍ଯରତ ସାମ୍ବାଦିକ ଙ୍କୁ ଆକ୍ରମଣ କରୁଛି ତେବେ ଏ ଜିଲ୍ଲାରେ ସାଧାରଣ ଜନତା କିଭଲି ବ୍ୟବହାର ପାଉଥିବେ ଏହା ନିଶ୍ଚିତ ଅନୁଧ୍ୟାନ ର ବିଷୟ । ଯୋଉ ସାମ୍ବାଦିକ ମାନେ ସମାଜର ଦର୍ପଣ ତାଙ୍କୁ ଆକ୍ରମଣ ନିଶ୍ଚିତ ନିନ୍ଦନୀୟ। ତେଣୁ ଯେଉଁ ପୋଲିସ ଏଏସଆଇ ସାମ୍ବାଦିକଙ୍କୁ ଆକ୍ରମଣ କରିଛନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ଆବଶ୍ୟକତା ରହିଛି ବୋଲି ସାମ୍ବାଦିକ ମାନେ ଏହି ଘଟଣାକୁ ନିନ୍ଦା କରିବାସହ ତୁରନ୍ତ ଏସପି ମହୋଦୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଳି ଦାବି କରିଛନ୍ତି । ଏହି ବୈଠକ ରେ ସାମ୍ବାଦିକ ଦୀପକ ଯାଦବ, ରଶ୍ମିରଞ୍ଜନ ପୁଟେଲ, ହୁଲେଶ୍ବର ହଂସ, ଅଶୋକ ଭୋଇ, ଅନିଲ କୁମାର ତ୍ରିପାଠୀ, ଦିନେଶ ଜୈନ, ନିତ୍ୟାନନ୍ଦ ପୃଷେଠ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like