-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

ବିଭିନ୍ନ ବିଦ୍ୟାଲୟକୁ ପରିଦର୍ଶନ କଲେ କ୍ଷେମାଲୋଏ ସରପଂଚ

06-Jul-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ ବିଭିନ୍ନ ବିଦ୍ୟାଲୟ ପରିଦର୍ଶନ କରିଛନ୍ତି କ୍ଷେମାଲୋଏ ସରପଂଚ ଜଶୋବନ୍ତ କୁମାର ପଣ୍ଡା । ସୂଚନା ଅନୁସାରେ ବ୍ଲକର ସିନ୍ଦ୍ରିଆବାହାଲ, ତେନ୍ତୁଲିଖୋଲ, ମେଘନାଦ, ପିପଲକଟା, ମାଉଲିମାଲ, ନାକଡେଇଁ  ଏବଂ କ୍ଷେମାଲୋଏ ଆଦି ବିଦ୍ୟାଲୟକୁ ପରିଦର୍ଶନ କରିଥିବା ଜଣାପଡିଛି । ସମସ୍ତ ବିଦ୍ୟାଲୟରେ ସରପଂଚ ଶ୍ରଯୁ୍‌କ୍ତ ପଣ୍ଡା ପ୍ରଧାନ ଶିକ୍ଷକ ମାନଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ତେବେ କିଛି ବିଦ୍ୟାଲୟରେ ଛାତରୁ ପାଣିଗଲୁଥିବା ବେଲେ ପାଣି ସମସ୍ୟା ଏବଂ ଶୌଚାଲୟ ସମସ୍ୟା ରହିଥିବା ନେଇ ସରପଂଚଙ୍କୁ ଅବଗତ କରାଇଥିଲେ । ଏହି ସବୁ ସମସ୍ୟାକୁ ହୃଦୟଙ୍ଗମ କରି ଯଥାଶିଘ୍ର ପଂଚାୟତ ତରଫରୁ ସମସ୍ୟାର ସାମାଧାନ କରାଜିବ ବୋଲି ପ୍ରତିଶୃତି ଦେଇଥିଲେ । ଏଥି ସହିତ ବିଭିନ୍ନ ବିଦ୍ୟାଲୟରେ ସରପଂଚ ନିଜେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ପରଶିବା ସହ ଉତ୍ସାହିତ କରିଥିଲେ । ସରପଂଚଙ୍କ ଗସ୍ତ ସମୟରେ  ସିଆରସିସି ଅଜତ୍ନ ଦାସଙ୍କ ସମେତ ବିଦ୍ୟାଲୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like