-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସରକାରୀ ପାର୍କଟିସିଂ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀଙ୍କ ବଦଳି ବାତିଲ ଦାବୀରେ ସ୍କୁଲରେ ତାଲା

06-Jul-2022



ବଲାଙ୍ଗିର (ପ୍ରେରଣା ଖବର) ଶିକ୍ଷୟତ୍ରୀଙ୍କ ବଦଲି ବାତିଲ ଦାବୀରେ ସ୍କୁଲରେ ତାଲା ପକାଇଲେ କୁନି କୁନି ଛୁଆ । ଏପରି ଘଟଣା ଘଟିଛି ବଲାଙ୍ଗିର ସହର ଭିତରେ । ଗାନ୍ଧିନଗର ପଡାର ପ୍ରାକ୍ଟିସିଂ ସ୍କୁଲର ପ୍ରଧାନ ଶିଛୟତ୍ରୀ ଅନିତା ସାଏଙ୍କୁ ବଦଲି କରାଯାଇଛି । ଏହା ଜାଣିବା ପରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ସ୍କୁଲରେ ତାଲା ପକାଇ ଆନ୍ଦୋଳନ

କରୁଛନ୍ତି । ପ୍ରଧାନ ଶିକ୍ଷୟତ୍ରୀ ଅନିତା ସାଏ, ଭଲ ପାଠପଢାଉ ଥିବା ବେଲେ ଛାତ୍ରଛାତ୍ରୀଙ୍କ ସହିତ ଉତ୍ତମ ବ୍ୟବହାର କରୁଥିଲେ । ତେଣୁ ତାଙ୍କ ବଦଲିକୁ ସହଜରେ ଗ୍ରହଣ କରି ପାରୁନାହନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ । ଶୀଘ୍ର ଅନିତା ଦିଦିଙ୍କ ବଦଲି ବାତିଲ କରିବା ଦାବୀରେ ସ୍କୁଲରେ ତାଲା ପକାଇ ଅନ୍ଦୋଳନ କରୁଛନ୍ତି ଛାତ୍ରଛାତ୍ରୀ । ଗତ କିଛି ଦିନ ଆଗରୁ ଏହି

ସ୍କୁଲର ମଧ୍ୟାହ୍ନ ଭୋଜନରେ ପଚା ଅଣ୍ଡା ଦିଆଯାଇଥିବା ଘଟଣାକୁ ନେଇ ତୁମ୍ୱିତୋଫାନ ହୋଇଥିଲା । ଏସ.ଏଚ.ଜି ଗ୍ରୁପ ପଚା ଅଣ୍ଡା ଦେଉଥିବା ଅଭିଯୋଗ ଆଣିଥିଲେ ଅନିତା ଦିଦି । ଶିକ୍ଷା ଵିଭାଗ ଏସ.ଏଚ.ଜି ଗ୍ରୁପ ନାଁରେ କାର୍ଯ୍ୟାନୁଷ୍ଟାନ ନେବା ବଦଲରେ ଓଲଟା ହେଡ ଦିଦିଙ୍କୁ ବଦଳି କରିଥିବା ନେଇ ଚର୍ଚ୍ଚା ଜୋର ଧରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like