-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ଜୀବନ ବଞ୍ଚାଇ ଦେଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ/ କାନ୍ଥ ଭୁଶୁଡ଼ି ଦୁଇ ଛେଳି ମୃତ ଅଳ୍ପକେ ରକ୍ଷା ପାଇଲେ ପରିବାରଲୋକେ

06-Jul-2022



ବରଗଡ(ନିରଞ୍ଜନ ତ୍ରିପାଠୀ): ବିଜେପୁର ବ୍ଲକ ଭଟିଗାଁ ଗ୍ରାମପଂଚାୟତ ଅନ୍ତର୍ଗତ ବାଦୀପାଲି ଗ୍ରାମର ଜୀବନ ବାଗଙ୍କ ଘର କାନ୍ଥ  ଭୁଶୁଡି ପଡ଼ିବାରୁ ଦୁଇ ଛେଳି ମୃତ ହୋଇଥିବା ବେଳେ କେତେକ ଛେଳି ଆହତ ହୋଇଛନ୍ତି । ଉକ୍ତ ଦୁର୍ଘଟଣାରୁ ଅଳ୍ପକେ ପରିବାର ଲୋକେ  ବର୍ତ୍ତିଯାଇଛନ୍ତି । ରବିବାର ବିଳମ୍ବିତ ରାତ୍ରି ପ୍ରାୟ ସାଢ଼େ ୧୧ଟା ସମୟରେ ଜୀବନ ବାଗ ଏବଂ ତାଙ୍କ ପରିବାର ଖାଇପିଇ ଶୋଇଥିବା ସମୟରେ ଦୁଇ ଛେଳିଙ୍କ

ମୃତ୍ୟୁ ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ପହଂଚି ଅନ୍ୟମାନଙ୍କୁ ଫୋନ କରିଥିଲେ । ବିଜେପୁର ତହସିଲଦାର ଆର୍ତ୍ତତ୍ରାଣ ଥାଟୀ, ଥାନାଧିକାରୀ ସନୟ ନାୟକ ପ୍ରମୁଖ ପହଞ୍ଚି ଘଟଣାର ତଦନ୍ତ କରିଥିବା ବେଳେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଛେଳିଗୁଡ଼ିକୁ ଉଦ୍ଧାର କରିଥିଲେ । ସୂଚନାଯୋଗ୍ୟ , ଜୀବନ

ବାଗ ଙ୍କ ଘର ଦୁର୍ବଳ ହୋଇ ସଙ୍କଟାପନ୍ନ ସ୍ଥିତିରେ ରହିଥିବା ବେଳେ ବର୍ଷା ଆରମ୍ଭ ନ ହେଉଣୁ କାନ୍ଥ ଭୁଶୁଡି ପଡିଛି । ତାଙ୍କୁ ଆବାସ ଯୋଜନାରେ ସାମିଲ କରିବା ସହିତ ସରକାରୀ ସହାୟତା ପାଇଁ ଗ୍ରାମବାସୀ ଦାବି କରିଛନ୍ତି । ଅନ୍ୟପକ୍ଷରେ ପ୍ରବଳ ବର୍ଷା ବଢିଥିବା ହେତୁ ହଠାତ ଘର ଭୁଶୁଡି ପଡ଼ିଥିଲା । ଏହି ଦିନମଜୁରିଆ ଜୀବନଙ୍କୁ ସରକାରୀ ଅଘଟଣରୁ  ସହାୟତା ପାଇଁ ତହସିଲଦାର  ଶ୍ରୀ ଥାଟୀ ଜିଲ୍ଲାପାଳଙ୍କୁ ଅବଗତ କରାଇଥିବା କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like