-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||     

HOME   ଜିଲ୍ଲା

ପଣ୍ଡିତ ଶ୍ୟାମ ପ୍ରସାଦ ମୁଖାର୍ଜୀ ଙ୍କ ଜନ୍ମତିଥି ଉପଲକ୍ଷେ ରକ୍ତ ଦାନ ଶିବିର

06-Jul-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠି)-ଆଜି ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତ ଭଣ୍ଡାର ଠାରେ ନେହେରୁ ଯୁବ କେନ୍ଦ୍ର ସୁବର୍ଣ୍ଣପୁର ପ୍ରତ୍ୟକ୍ଷ ତତ୍ବାବଧାନରେ  ଏକ ରକ୍ତଦାନ ଶିବିର  ଅନୁଷ୍ଠିତ ହୋଇ ଯାଇଛି । ବୀର ସୁରେନ୍ଦ୍ର ସାଏ ମାଟୁପାଲିର  ସହଯୋଗରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ସଂସ୍କାର ଭାରତୀ ପଶ୍ଚିମ ପ୍ରାନ୍ତ ର ମହା ମନ୍ତ୍ରୀ ଗଦାଧର ବାରିକ ଓ ସମ୍ମାନିତ ଅତିଥି ଭାବରେ ରକ୍ତ କେନ୍ଦ୍ର ର ଅଧିକାରୀ ଡାକ୍ତର ଦୁର୍ଗା ଦତ୍ତ ଦାଶ  ଉଦଘାଟନ କରି ପଣ୍ଡିତ ଶ୍ୟାମ ପ୍ରସାଦ ମୁଖାର୍ଜୀ ଙ୍କ ସୃତି  ଚାରଣ କରି ଥିଲେ । ନେହେରୁ ଯୁବ କେନ୍ଦ୍ର ର ରାଷ୍ଟିୟ ଯୁବ ସମାଜସେବୀ ହୃଷିକେଶ ଦେହୁରୀ , ଧବେଲଶ୍ୱର ଭୁକ୍ତା ଉପସ୍ଥିତ ରହି ସହଯୋ ଗ କରିଥିଲେ । ଶାନ୍ତନୁ ମେଣ୍ଡେଳି, ବିଶ୍ଵନାଥ କର୍ମୀ, ସମାଜ ସେବୀ ସମ୍ଭୂରାଜ୍ କର୍ଣ୍ଣ, ସିଦ୍ଧାନ୍ତ ମାଝୀ, ରାକେଶ ମହଲା  ପ୍ରମୁଖ ଉପସ୍ଥିତ ରହି ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ । ଜିଲ୍ଲା ରକ୍ତ ଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା , ଟେକ୍ନିସିଏନ ଜଗତ ଦରୁଆନ, ସୁବାସ ପଣ୍ଡା , ୟୁଧିଷ୍ଟିର ନାଏକ ପ୍ରମୁଖ ରକ୍ତ ଶିବିର ରେ ରକ୍ତ ସଂଗ୍ରହ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026

You Might Also Like