-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଚାନ୍ଦଳି ପାହାଡ ଉପରେ ଝାଡେଶ୍ବର ମହାଦେବ ମନ୍ଦିର କୁମ୍ଭଭରଣ ଓ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

07-Jul-2022



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ଅର୍ଶାତୁଲା ପଞ୍ଚାୟତ ଅନ୍ତର୍ଗତ ଦେହେଳି ସ୍ଥିତ ଚାନ୍ଦଳି ପାହାଡ ଉପରେ ଝାଡେଶ୍ବର ମହାଦେବ ମନ୍ଦିର ର କୁମ୍ଭଭରଣ ଓ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଚାନ୍ଦଳି ପାହାଡ ଉପରେ ନୁଆ ତିଆରି ହୋଇଥିବା ମନ୍ଦିର

ସ୍ଥାନରେ ରାଜା ରାଜୁଡା ଶାସନ ବେଳେ ଏକ ଭବ୍ୟ ପ୍ରାଚୀନ ମନ୍ଦିର ଥିଲା ଏବଂ ତାହା ରାଣୀପୁର ଝରିଆଲ ରେ ଥିବା ବିଭିନ୍ନ ପଥରର ମନ୍ଦିର ଭଲି ନିର୍ମିତ ହୋଇଥିଲା। ସିନ୍ଧେକେଲା ଗଡତିଆ ପରିବାର ର ରାଣୀ ଏହି ମନ୍ଦିର ରେ ପୁଜା କରୁଥିଲେ ଏବଂ ସେଠାରେ ଥିବା ଗୁମ୍ଫାରେ ତପସ୍ୟାରତ ରହୁଥିଲେ ବୋଳି ଲୋକ କଥାରୁ ଶୁଣାଯାଏ। ତେବେ କାଳକ୍ରମେ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାକୁ ପହଞ୍ଚି ଯାଇ କେବଳ ଭଗ୍ନାବଶେଷ ପଡି ରହିଥିଲା। ସ୍ଥାନିୟ ଗ୍ରାମବାସୀ ଙ୍କ ଉଦ୍ୟମ ରେ ଏକ ନୁତନ ମନ୍ଦିର ନିର୍ମାଣ କରାଯାଇଛି । ମନ୍ଦିର ପାର୍ଶ୍ବରେ ଏକ ଛୋଟିଆ ପୋଖରୀ ମଧ୍ଯ ବହୁ ପୂର୍ବରୁ ରହି ଆସିଛି । ତେବେ ପାଖାପାଖି ୫ ଶହ ଫୁଟ ଉଚ୍ଚତା ଉପରେ ଥିବା ମନ୍ଦିରକୁ ଯିବାପାଇଁ

ପାହାଡ ଉପରକୁ ବାଇକ , ଅଟୋ ଓ ଚାରିଚକିଆ ଗାଡି ପାଇଁ କାମଚଳା ରାସ୍ତା ଥିବାରୁ ବହୁ ଭିଡ ପରିଲକ୍ଷିତ ହୋଇଥିଲା। ଏଥିରେ ପୂଜକ ଭାବରେ ପଣ୍ଡିତ ଉମାଶଙ୍କର ତ୍ରିପାଠୀ , ଜପକ ରାଜେଶ ତ୍ରିପାଠୀ ଓ କର୍ତ୍ତା ଭାବେ ସୁକ ଭୋଇ ଓ ତାଙ୍କ ସହଧର୍ମିଣୀ ଜମୁନା ଭୋଇ ପୁଜା କାର୍ଯ୍ଯ ତୁଲାଇଥିଲେ। ଏଥିରେ ଅତିଥି ଭାବେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବିଜେପି ଦଳର ବିଧାୟକ ପ୍ରାର୍ଥୀ ଲକ୍ଷ୍ମଣ ବାଗ, ବିଜେଡି ଦଳ ବିଧାୟକ ପ୍ରାର୍ଥୀ ଅଜୟ ଦାସ, ଫିରୋଜ ଖାନ ଯୋଗ ଦେଇଥିଲେ। ଦେହେଳି ଗ୍ରାମର ସମସ୍ତ ଗ୍ରାମବାସୀ ପୁଜାକାର୍ଯ୍ଯରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା