-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ବନମହୋତ୍ସବ ପାଳିତ

07-Jul-2022



ବରଗଡ:-ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଉଚ୍ଚ ବିଦ୍ୟାଳୟ ଠାରେ  ବନମହୋତ୍ସବ ପାଳନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡୋଳାମଣି ଭୋଇଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି ଅବସରରେ ପାଇକମାଲ ବନଖଣ୍ଡର ଫରେଷ୍ଟର ଖେଳପ୍ରିୟ ସାହୁ, ସ୍କୁଲକୁ ପୋଷ୍ୟ ଗ୍ରହଣ କରିଥିବା ସମାଜସେବୀ ଚାରୁବାଲା ବାରିକ (ଦୀପା),ଆମ ଜଙ୍ଗଲ ଯୋଜନା ର  ପ୍ରକାଶ ହୋତା, ଫରେଷ୍ଟର ମନୋରଞ୍ଜନ ବାରିକ, ସରପଞ୍ଚ ଦିଲ୍ଲୀପ ବେହେରାଙ୍କୁ ନିମନ୍ତ୍ରିତ କରାଯାଇଥିଲା ।ପ୍ରଥମେ ଗାଁରେ ଛାତ୍ରଛାତ୍ରୀ ମାନେ ଭ୍ରମଣ କରି ବୃକ୍ଷରୋପଣ ଏବଂ ଗଛର ମହତ୍ତ୍ଵକୁ ନେଇ ବିଭିନ୍ନ ସ୍ଳୋଗାନ ମାନଦେଇ ଏକ ଶୋଭାଯାତ୍ରା କରିଥିଲେ।ପରେ ବିଦ୍ୟାଳୟରେ ଏକ ସଭା ଆୟୋଜନ କରି ଛାତ୍ରଛାତ୍ରୀ ମାନେ ପରିବେଶ ପ୍ରତି ଥିବା ତାଙ୍କ ଦାୟିତ୍ଵକୁ ବୁଝିବା ସଙ୍ଗେ ସଙ୍ଗେ ବୃକ୍ଷରୋପଣ ଆମ ପାଇଁ କେତେ ଯେ ମହତ୍ତ୍ୱପୂର୍ଣ୍ଣ ତାହା ଅତିଥି ମାନଙ୍କ ଠାରୁ ବୁଝିଥିଲେ ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଫରେଷ୍ଟର ସମସ୍ତ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣ

କରିବାର ସଠିକ ଉପାୟ ବିଷୟରେ ସୂଚନା ପ୍ରଦାନ କରିବା ସଙ୍ଗେ ସଙ୍ଗେ ବୃକ୍ଷରୋପଣର ଉପକାରିତା ବିଷୟରେ ଆଲୋକପାତ କରିଥିଲେ । ଅତିଥି ମାନେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସଙ୍ଗେ ଗଛ ଲଗାଇ ଯତ୍ନ ନେବା ପାଇଁ କହିଥିଲେ । ବିଦ୍ୟାଳୟ ଛାତ୍ରଛାତ୍ରୀ ମାନେ ବୃକ୍ଷରୋପଣ କରି ଖୁସି କରିଥିଲେ।ପ୍ରଧାନ ଶିକ୍ଷକ, ଦୀପା ବାରିକ ଏବଂ ସରପଞ୍ଚ ଅନୁରୂପ ଭାବେ ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷରୋପଣ କରିବା ସହ ତାକୁ ପିଲାମାନଙ୍କ ମଧ୍ୟରେ ବାଣ୍ଟି ଯତ୍ନ ନେବା ପାଇଁ କହିଥିଲେ ।ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଙ୍କ ସମେତ ସହକାରୀ ଶିକ୍ଷକ ଦୈତାରି ସ୍ୱାଇଁ, ମଣ୍ଟୁ ଭୋଇ, ଉସତ୍ ଲାଲ ବେଣ୍ଟକାର,ମମତା ଭୋଇ, କୁସୁମା ଗୁରାଣ୍ଡି ଏବଂ ସ୍କୁଲ ପରିଚାଳନା କମିଟିର ସଦସ୍ୟ ସଦସ୍ୟାଗଣ  ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା