-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା

07-Jul-2022



ବୌଦ୍ଧ(ପ୍ରେରଣା ଖବର): ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଯଥା - ବକ୍ତୃତା, ପ୍ରବନ୍ଧ, କବିତା ଆବୃତ୍ତି ଓ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ଦୁଇଟି ବର୍ଗରେ(କନିଷ୍ଠ/ବରିଷ୍ଠ) ସ୍ଥାନୀୟ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ କୁ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା ଉଦଘାଟନ କରିଥିଲେ l ତତସହିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ  ଶୁକ୍ରୁ ସ୍ୱାଇଁ ଏବଂ ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟ ଇଂ. ସଞ୍ଜୟ କୁମାର ପଣ୍ଡା ଉପସ୍ଥିତ ଥିଲେ l ଏହି ସାରସ୍ୱତ କାର୍ଯ୍ୟକ୍ରମରେ ଜିଲ୍ଲାର  ୧୪୬  ଛାତ୍ରଛାତ୍ରୀ ବିଭିନ୍ନ ବିଦ୍ୟାଳୟରୁ ଅଂଶଗ୍ରହଣ କରିଥିଲେ l ତତ ସହିତ ଗାଇଡ଼ ଶିକ୍ଷକ/ଶକ୍ଷିୟିତ୍ରୀ ଉପସ୍ଥିତ ଥିଲେ l ଏହି ପ୍ରତିଯୋଗୀତାର ବିଚାରକ ଭାବରେ ଡ଼. ଇଂ.ସଞ୍ଜୟ କୁମାର ପଣ୍ଡା, ପ୍ରାକ୍ତନ ଓଡିଶା ସାହିତ୍ୟ ଏକାଡେମୀ ର ସଦସ୍ୟ ନୀଳଲୋହିତ ମହାପାତ୍ର, ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ସି ଆର ସି ସି  ସନ୍ତୋଷ କୁମାର କର୍ଣ୍ଣ ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ, ମେଣ୍ଢିମାଳର ସଂସ୍କୃତ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ଦାୟିତ୍ୱ ତୁଲାଇଥିଲେ l ଏହି ପ୍ରତିଯୋଗିତାର ବିଭିନ୍ନ ବର୍ଗର ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା