-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ସମାଜସେବୀ ମହାସଂଘର ଯୁଗ୍ମ ସମ୍ପାଦକ ହେଲେ ବିନିକାର ରାମଗୋପାଳ ବାଘ

07-Jul-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଓଡିଶା ପ୍ରଦେଶର ପ୍ରମୁଖ ଅନୁଷ୍ଠାନ ଭାବେ ପରିଚିତ ରାଜ୍ୟ ସମାଜସେବୀ ମହାସଂଘର ରାଜ୍ୟ ଯୁଗ୍ମ ସମ୍ପାଦକ ସହ ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜକ ଭାବରେ ବିନିକା ଏନ ଏସି ୧୦ନଂ ୱାର୍ଡ ଉଲ୍ଲେ ଗ୍ରାମର ରାମ ଗୋପାଳ ବାଘ ମନୋନୀତ ହୋଇଥିବାରୁ ସାରା ବିନିକା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ।ସୂଚନା ଯୋଗ୍ୟ ଯେ ଶ୍ରୀବାଘ ତାଙ୍କ ଚାକିରୀକାଳ ସମୟରୁ ଅଦ୍ୟାବଧି ଅବସର ଗ୍ରହଣ ପରେବି ଜନସେବା ପାଇଁ ଚର୍ଚ୍ଚାରେ ରହି ଆସିଛନ୍ତି ।ବିଗତ ଦିନ ମାନଙ୍କରେ ଅର୍ଥାତ ମହାମାରୀ କରୋନା ସମୟରୁ ଆଜି ପର୍ଯ୍ୟନ୍ତ ବିନିକା ର ପୁଣ୍ୟ ପୀଠ ପାପକ୍ଷୟ ଘାଟ ନିକଟସ୍ଥ ସ୍ୱର୍ଗଦ୍ୱାର ଠାରେ ଶବ ଦାହ ପାଇଁ ମାଗଣା କାଠ ଯୋଗାଇବା  ମହତ କାର୍ଯ୍ୟ ବଳବତ୍ତର ରଖିଛନ୍ତି । ବିଶେଷ କରି ଲକଡାଉନ ସମୟରେ ବିନିକା ଡାକ୍ତରଖାନାରେ ରୋଗୀ ଓ ତାଙ୍କ ସମ୍ପକୀୟ,ମେଡିକାଲ ଷ୍ଟାଫଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଜନସାଧାରଣଙ୍କ ଠାରୁ ପ୍ରଶଂସାର ପାତ୍ର ହୋଇଥିଲେ । ସମାଜସେବା ପାଇଁ ମହାନଦୀ ନେତ୍ର ଚିକିତ୍ସାଲୟ ଲେପ୍ରା ସୋଷାଇଟି ପଣ୍ଡାପାଲି ଓ ଉତ୍କଳ ଶିକ୍ଷା ବିକାଶ ସମିତି ଓଡିଶା ତରଫରୁ ସେବା ଓ ସମର୍ପଣ ସମ୍ମାନ,ସେହିପରି ଶୀତ ଦିନରେ ଅସହାୟ ବୃଦ୍ଧବୃଦ୍ଧାଙ୍କୁ ଶୀତବସ୍ତ୍ର ପ୍ରଦାନ,ଅନାଥ ଛାତ୍ରଛାତ୍ରୀଙ୍କୁ ପାଠ୍ୟ ସାମଗ୍ରୀ ପ୍ରଦାନ କରିବା  ସହିତ ବିଭିନ୍ନ ସ୍ଥାନରେ ଅନୁଷ୍ଟିତ  ରକ୍ତଦାନ ଶିବିରରେ ରକ୍ତଦାନ କରିବା ପାଇଁ ରକ୍ତଦାତାଙ୍କୁ ଉତ୍ସାହିତ କରିବା ଭଳି ଅନେକ ଜନକଲ୍ୟାଣ କାର୍ଯ୍ୟ ଜାରି ରଖିଛନ୍ତି।  ସେଥିପାଇଁ ଶ୍ରୀବାଘଙ୍କ ସ୍ବେଚ୍ଛାକୃତ ମନୋଭାବ କୁ ଆଧାର କରି  ମହାସଂଘ ଏହି ଦାୟିତ୍ୱ ପୂର୍ଣ୍ଣ  ପଦବୀ ଦେଇଥିବା ଜନସାଧାରଣରେ ଆଲୋଚନା ହେଉଛି ।ତେବେ ଏହି ଗୁରୁତ୍ତ୍ୱପୂର୍ଣ ଦାୟିତ୍ୱ ମିଳିବା ପରେ ଶ୍ରୀବାଘ ପ୍ରକାଶ କହିଛନ୍ତି ଯେ ମୋ ବଞ୍ଚିଥିବା ଭିତରେ ସମାଜର ମଙ୍ଗଳ ପାଇଁ  ଯେଉଁସବୁ କାର୍ଯ୍ୟକ୍ରମ ହାତକୁ ନେଇଛି ତାହା ଚାଲୁରଖିବି ଏବଂ ଲୋକଙ୍କ ସମସ୍ୟା ଦୂର କରିବାର ପ୍ରୟାସ କରିବି ବୋଲି କହିଥିଲେ।  ମହାସଂଘ ମୋ ଉପରେ ବିଶ୍ୱାସ ରଖି ଏହି ଗୁରୁ ଦାୟତ୍ୱ ଦେଇଥିବାରୁ ମହାସଂଘର ସମସ୍ତ କର୍ମକର୍ତ୍ତାଙ୍କୁ  କୃତଜ୍ଞତା ଜ୍ଞାପନ କରିବା ସହ ରକ୍ତଦାନ ମହତଦାନ କାର୍ଯ୍ୟକ୍ରମକୁ ପ୍ରସ୍ତ୍ରାହିତ, ବୃକ୍ଷ ରୋପଣ, ଵୃଦ୍ଧାଶ୍ରମ ଓ ଅନାଥଶ୍ରମ ନିର୍ମାଣ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା