-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଟିପିଡବ୍ଲ୍ୟୁଓଡିଏଲ୍ ଦ୍ୱାରା ବିକାଶ ଡିଗ୍ରୀ କଲେଜରେ ଅନ୍ କ୍ୟାମ୍ପସ୍ ପ୍ଲେସ୍‌ମେଣ୍ଟ୍ ଡ୍ରାଇଭ୍ ଅନୁଷ୍ଠିତ

07-Jul-2022



ବରଗଡ଼(ନିରାଞ୍ଜନ ତ୍ରିପାଠୀ): ସ୍ଥାନୀୟ ବିକାଶ ଗ୍ରୁପ୍ ଅଫ୍  ଇନ୍‌ଷ୍ଟିଚ୍ୟୁସନ୍ ଅନ୍ତର୍ଗତ ବିକାଶ ଡିଗ୍ରୀ କଲେଜରେ ଅନ୍ କ୍ୟାମ୍ପସ୍ ପ୍ଲେସ୍‌ମେଣ୍ଟ୍ ଡ୍ରାଇଭ୍ ଅନୁଷ୍ଠିତ ହୋଇଯାଇଛି । ଟାଟା ପାୱାର୍ ୱେଷ୍ଟେର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ ଦ୍ୱାରା ବାଣିଜ୍ୟ ବିଭାଗ ଶେଷ ବର୍ଷ ଏବଂ ୨୦୨୧ରେ ଉତ୍‌ତୀର୍ଣ୍ଣ ହୋଇଥିବା ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ନୂଆଁ ଅବସର ଦେବା ପାଇଁ ଏହି କ୍ୟାମ୍ପସ୍ ଡ୍ରାଇଭ୍ ଅନୁଷ୍ଠିତ ହୋଇଛି ବୋଲି ବିକାଶ ଅଣ୍ଡର୍‌ଗ୍ରାଜୁଏଟ୍ କ୍ୟାମ୍ପସ୍‌ର ଟ୍ରେନିଂ ଏବଂ ପ୍ଲେସ୍‌ମେଣ୍ଟ୍ ସେଲ୍ ତରଫରୁ ବିକାଶ ଡିଗ୍ରୀ କଲେଜ ଅଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି. କ୍ରୀଷ୍ଣା ସୂଚନା ଦେଇଛନ୍ତି । ଟିପିଡବ୍ଲ୍ୟୁଓଡିଏଲ୍ ତରଫରୁ  ଅଜୟ କୁମାର (ଟିମ୍ ଲିଡ୍ ଏଚ୍‌.ଆର୍‌.),  ଜୟନ୍ତ ପାଣିଗ୍ରାହୀ (ଡେପୁଟି ମ୍ୟାନେଜର୍‌, ଫାଇନାନ୍ସ୍‌), ଶ୍ରୀ ସାଗର କୁମାର (ଲିଡ୍ ଏସୋସିଏଟ୍ ଏଚ୍‌.ଆର୍‌.) ଓ ଶ୍ରୀ ଅବଧୁତ ପ୍ରଧାନ (ଜୁନିୟର୍ ମ୍ୟାନେଜର୍ ଫାଇନାନ୍ସ)ଙ୍କ ନେତୃତ୍ୱରେ  ୫ ଜଣ ବିଶିଷ୍ଟ ମାନବ ସମ୍ବଳ ଅଧିକାରୀ ଏହି ଚୟନ ପ୍ରକ୍ରିୟା ସଂଗଠିତ କରିଥିଲେ । ଏହି ପୁଲ୍ କ୍ୟାମ୍ପସ୍ ଡ୍ରାଇଭ୍‌ରେ ପାଖାପାଖି ୪୦ଜଣ ପ୍ରାର୍ଥୀ ଭାଗ ନେଇଥିବା ବେଳେ ୨୧ ଜଣ ସଫଳତାର ସହ ଚୟନ ହୋଇଥିବା ବିକାଶ ଡିଗ୍ରୀ କଲେଜ କର୍ତୃପକ୍ଷଙ୍କ ତରଫରୁ ସୂଚାଇ ଦିଆଯାଇଛି । ବିକାଶ ଗ୍ରୁପ୍ ଅଫ ଇନ୍‌ଷ୍ଟିଚ୍ୟୁସନ୍‌ର ଡାଇରେକ୍ଟର ତଥା ବିକାଶ ଡିଗ୍ରୀ କଲେଜ ଅଧ୍ୟକ୍ଷା ଡ.ସମରେନ୍ଦ୍ର ନାଥ ପଣ୍ଡାଙ୍କ ତତ୍ୱାବଧାନରେ ବାଣିଜ୍ୟ ବିଭାଗ ମୁଖ୍ୟ ମନ୍ଦାରଧର ନାୟକ ଏହି ପ୍ଲେସ୍‌ମେଣ୍ଟ୍ ଡ୍ରାଇଭ୍‌ର ସଂଯୋଜନା ଦାୟିତ୍ୱ ତୁଲାଇଥିଲେ । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ