-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||     

HOME   ଜିଲ୍ଲା

ଶିକ୍ଷାନୁଷ୍ଠାନ ଖୋଲି ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ଡ଼ଃ ଅମର ତାଣ୍ଡିଆ

07-Jul-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ):ନିଶୁକ୍ଳ ଶିକ୍ଷାନୁଷ୍ଠାନ ଖୋଲି ନିଆରା ଜନ୍ମଦିନ ପାଳନ କଲେ ଯୁବ ସମାଜସେବୀ ତଥା ସ୍ଵେଛାସେବୀ ଅନୁଷ୍ଠାନ "ସେବା" ଅଧକ୍ଷ ଡ଼ଃ ଅମର ତାଣ୍ଡିଆ I ମୌଳିକ ଶିକ୍ଷାର ଏକ ପ୍ରୟାସ ଏଭଳି ଏକ ସ୍ଲୋଗାନ ତଥା ମହାନ୍ ଚିନ୍ତାଧାରା ନେଇ ସ୍ଥାନୀୟ ଧନୁପାଲି ଆମ୍ବେଦକର ନଗର ଠାରେ ସୋମବାର ଅମର ଶିକ୍ଷା ଅନୁଷ୍ଠାନର ଶୁଭ ଉଦ୍ଘାଟନ କରାଯିବା ସହିତ "ଅମର ସେବା ଦିବସ" ପାଳନ କରାଯାଇଥିଲା  I ଓଡିଶା ସାମ୍ବାଦିକ ସଂଘ (ଓ଼ଜେୟୁ) ସମ୍ବଲପୁର ଜ଼ିଲ୍ଲା ସାଧାରଣ ସମ୍ପାଦକ ସରୋଜ ସାହୁ,  "ସେବା" ର ଉପଦେଷ୍ଟା ଗୌରୀ ଶଙ୍କର ମିଶ୍ର, ଅନ୍ୟତମ ଉପଦେଷ୍ଟା ପ୍ରମୋଦ ସେଠ୍, ସୁବାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ମୁଖ୍ୟ ଅଧ୍ୟାପକ ଡ଼ଃ ବିଶ୍ୱ ମୋହନ ଜେନା  ପ୍ରମୁଖ ଅତିଥି ଭାବେ ଯୋଗଦାନ କରି ଏହି ଶିକ୍ଷାନୁଷ୍ଠାନର ଶୁଭ ଉଦଘାଟନ କରିଥିଲେ I "ସେବା" ର ସଦସ୍ୟ ତୁଷାର କାନ୍ତି ପ୍ରଧାନ, ସୁପ୍ରିତ ନାୟକ, ଅନିଲ କୁମାର ପାଣିଗ୍ରାହୀ, ଇନ୍ଦ୍ରଜିତ ବାରିକ, ବିଶ୍ୱଜିତ ରାଉତ, ପଦ୍ମନାଭ ବାରିକ, ଦିବସ କୁମାର ନାୟକ, ଅରବିନ୍ଦ ପାଣିଗ୍ରାହୀ, ଅନିଲ କୁମାର ଦାସଙ୍କ ସମେତ ସୁଶାନ୍ତ ମହାପାତ୍ର, ଗୁଣମଣୀ ବିଶ୍ୱାଳ, ସମୀର ଷଡ଼ଙ୍ଗୀ, ଆମ୍ବେଦକର ନଗର ପଡାବାସୀ,  ବୁଦ୍ଧିଜୀବୀ ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ I ତେବେ ଜନ୍ମଦିନରେ ଏକ ନିଶୁକ୍ଳ ଶିକ୍ଷାନୁଷ୍ଠାନ ଖୋଲି ନିଆରା ଜନ୍ମଦିନ ପାଳନ କରି ଥିବା ସମାଜସେବୀ ଡ଼ଃ ଅମର ତାଣ୍ଡିଆଙ୍କୁ ସାଧାରଣରେ ବେଶ୍ ପ୍ରଶଂସା କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026

You Might Also Like