-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||     

HOME   ଅପରାଧ

ବଲାଙ୍ଗିର ଜିଲା ପୋଲିସ ପାଇଁ ମୁଣ୍ଡ ବ୍ୟଥା କାରଣ ପାଲଟିଛି ନିଶା କାରବାର : ୬୮୦ ବୋତଲ କୋରେକ୍ସ ଜବତ କଲା ବଲାଙ୍ଗିର ପୋଲିସ

07-Jul-2022



ବଲାଙ୍ଗିର, ଦିନକୁ ଦିନ ବଢିବାରେ ଲାଗିଛି ବଲାଙ୍ଗିର ସହରରେ ନିଶା କାରବାର କଫ୍‌ ସିରଫ୍‌ ବେପାର । ପୋଲିସ ପକ୍ଷରୁ ତନାଘନା କାର୍ଯ୍ୟାନୁଷ୍ଠାନ ଜାରି ରହିଥିଲେ ମଧ୍ୟ ନିଶା କାରବାର ଥମିବାର ନାଁ ନେଉ ନାହିଁ । ସହର ରେ ଆଜି ଦୁଇଜଣ ବେଆଇନ୍‌ କଫ୍‌ ସିରଫ ବେପାରୀଙ୍କୁ କାବୁ କରିଛି ବଲାଙ୍ଗିର ପୋଲିସ । ସେମାନଙ୍କଠାରୁ ସମୁଦାୟ ୬୮୦ ବୋତଲ କୋରେକ୍ସ୍‌ ଜବତ ହୋଇଥିବା କୁହାଯାଇଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ବଲାଙ୍ଗିର ଏସ୍‌ଡିପିଓ ତୋଫାନ୍‌ ବାଗ୍‌ ।
     

ସୂଚନା ଅନୁସାରେ ଠିକାଦାରପଡାର ପ୍ରଶାନ୍ତ ବାରିକ୍‌(୩୪) ଏବଂ ବରପାଲି ପଡାର ମଣ୍ଟୁ ଜେନା(୨୧)କୁ ପୋଲିସ କାବୁ କରି ସେମାନଙ୍କଠାରୁ ବିପୁଳ ପରିମାଣରେ କଫ୍‌ ସିରଫ୍‌ ଓ ନଗଦ ଟଙ୍କା ଜବତ କରାଯାଇଛି । କେସ୍‌ ନଂ ୩୨୮/୨୨,

ଦଫା ୨୭୪/୨୭୫ ଆଇପିସି ଅଧୀନରେ ଗିରଫ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ବେଳେ କେସ୍‌ ନଂ ୩୨୯/୨୨, ଦଫା ୨୭୪/ ୨୭୫/ ୨୯୪/ ୩୫୩/ ୫୦୬ ଆଇପିସି ସହ ସମ୍ପୃକ୍ତି ଥିବା କୁହାଯାଇଛି l

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026

You Might Also Like