-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

07-Jul-2022



କଣ୍ଟାବାଞ୍ଜି: (ପ୍ରେରଣା ଖବର) ତୁରେକେଲା ବ୍ଳକ ଅନ୍ତର୍ଗତ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କ ପଦୋନ୍ନତି ହୋଇଥିବାରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସହଦେବ ମାଝୀ, ଉପ ସଭାପତି ସୀତା ଦାସ ଶ୍ରୀ ଦାଶଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ।ସଭାପତି ତାଙ୍କ ବକ୍ତବ୍ୟ ରେ ଶ୍ରୀ ଦାଶଙ୍କ ପ୍ରଶଂସା କରିଥିଲେ।ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ରୁ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା କଥା ଶୁଣିବା ପରେ ସମସ୍ତେ ଦୁଃଖ ପ୍ରକାଶ କରିବା ସହିତ କାନ୍ଦି ପକେଇଥିଲେ।ଅପରପକ୍ଷରେ ମାଝୀପଡା ବିଦ୍ୟାଳୟ ରେ ଶ୍ରାମତୀ ନଳିନୀ ସାହୁ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଯୋଗ ଦେଇଥିଲେ।ଶିକ୍ଷକ କିଶୋର ବରିହା, ଶିକ୍ଷୟତ୍ରୀ ଦେବକୀ ତାଣ୍ଡୀ, ସମାଜସେବୀ ଥମିର ଛତ୍ରିଆ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026

You Might Also Like