-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ମାଟ୍ରୀକ ରେଜଲ୍ଟ... ପାସହାର ୮୬% ରହି ରାଜ୍ୟସ୍ତରରେ ତଳଆଡୁ ୪ର୍ଥ,ଏ୧ରେ ୧୧୪ଜଣ

07-Jul-2022



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲାରେ ଶିକ୍ଷାର ଉତ୍କର୍ଷତା ଲାଭ କରିଥିବା କୁହାଗଲା ଓ ଇଣ୍ଡିଆ ଟୁଡେ ପକ୍ଷରୁ ଏକ୍ସେନ୍ସ ଆୱାର୍ଡ ମଧ୍ୟ ଦିଆଯାଇଥିଲା । ହେଲେ ମାଟ୍ରୀକ ରେଜଲ୍ଟ ଜିଲ୍ଲାର ଶିକ୍ଷାବ୍ୟବସ୍ଥାର ପୋଲ ଖୋଲିଦେଇଛି । ମାଟ୍ରୀକରେଜଲ୍ଟ ଗତକାଲି ପ୍ରକାଶ ପାଇଛି ଓ ବଲାଙ୍ଗୀର ଜିଲ୍ଲାର ହାରାହାରୀ ପାସହାର ୮୬% ରହି ସମଗ୍ର ରାଜ୍ୟରେ ତଳଆଡୁ ୪ର୍ଥସ୍ଥାନରେ ରହିଛି । ରାଜ୍ୟର ମାକାନଗିରୀ ଜିଲ୍ଲା(୮୩%),ନଗରଙ୍ଗପୁର ଜିଲ୍ଲା ଓ ମୟୁରଭଞ୍ଜ ଜିଲ୍ଲାରେ ୮୫% ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲା ୪ର୍ଥ ସ୍ଥାନରେ ରହିଛି । ବଲାଙ୍ଗୀର ଜିଲ୍ଲାରେ ୩୬୫ଟି ହାଇସ୍କୁଲରେ ମୋଟ ୨୬,୬୩୮ଜଣ ଛାତ୍ରଛାତ୍ରୀ ଫର୍ମଫିଲପ କରିଥିବା ବେଳେ ସେଥିରୁ ୩୧୪୫ଜଣ ପରୀକ୍ଷାର୍ଥି ପରୀକ୍ଷା ଦେଇପାରିନଥିଲେ । ସେଥିରୁ ୨୨,୯୧୭ଜଣ ପାସ କରିଛନ୍ତି । ତେବେ ୯୦%ରୁ ଅଧିକ ପ୍ରତିଶତ ମାର୍କ ରଖି ୧୧୪ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ବଲାଙ୍ଗୀର କଦମପଡା ସରସ୍ୱତୀ ଶିଶୁମନ୍ଦିରର ଛାତ୍ର ସ୍ୱାଭିମାନ ନାୟକ ମୋଟ ୯୮.୫୦%(୫୯୧ମାର୍କ) ରଖି ଜିଲ୍ଲାରେ ଟପ୍ପର ହୋଇଛନ୍ତି । ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଜିଲ୍ଲାର ସରକାରୀ ସ୍କୁଲ ଅପେକ୍ଷା ଘରୋଇ ଶିକ୍ଷାନୁଷ୍ଠାନ ଯଥା ସରସ୍ୱତୀ ଶିଶୁମନ୍ଦିର ଓ ବିଶ୍ୱାତ୍ମାବିଦ୍ୟାମନ୍ଦିର ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଭଳି ଅନୁଷ୍ଠାନର ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ଜିଲ୍ଲାର ମୋଟ ୧୧୪ଜଣ ଏ୧ ଗ୍ରେଡ ପାଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ୮୦% ଛାତ୍ରଛାତ୍ରୀ ଘରୋଇ ସ୍କୁଲର ରହିଛନ୍ତି । ଯାହାକି ସରକାରୀ ସ୍କୁଲର ଅସଲ ଚେହେରା ଖୋଲିଦେଇଛି । ସରକାରୀ ସ୍କୁଲମାନଙ୍କୁ ରୂପାନ୍ତରିତ କରି ସୁନ୍ଦର କରାଯାଇ ପାରିଛି । ହେଲେ ଲକ୍ଷାଧିକ ଟଙ୍କା ଦରମା ପାଉଥିବା ହାଇସ୍କୁଲର ଶିକ୍ଷକ/ଶିକ୍ଷୟ୍ରତ୍ରୀମାନଙ୍କ ଶିକ୍ଷାଦାନରେ ତୃଟି ରହୁଥିବା ଅଭିଯୋଗ ହୋଇଅସୁଛି । ମୁଖ୍ୟତଃ ଗ୍ରାମାଞ୍ଚଳର କିଛି ସରକାରୀ ସ୍କୁଲ ଭଲ ପ୍ରଦର୍ଶନ କରିଥିବା ବେଳେ ସଦରମହକୁମାରେ ପ୍ରଶାସନର ନାକତଳେ ଥିବା ହାଇସ୍କୁଲଗୁଡିକରେ ରେଜଲ୍ଟ ନୈରାଶ୍ୟଜନକ ରହିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା