-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବିଫଳତା ହିଁ ସଫଳତାର ବାଟ ଦେଖାଏ  - ହାର୍ଡ ଏଣ୍ଡ ସ୍ମାର୍ଟ ରିଡିଙ୍ଗ ସଫଳତାର ଶୀର୍ଷକୁ ଛୁଇଁ ଥାଏ- ଆଇ ଏ ଏସ  କାର୍ତ୍ତିକ

07-Jul-2022



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ପ୍ରସ୍ତୁତି ରେ ପରୀକ୍ଷା ରେ ମୁଁ ଦୁଇ ଥର  ବିଫଳ ହେବା ପରେ ଆଇ ଏ ଏସ ପାଇବା ପାଇଁ ସେ ଦିନ ଠୁଁ ମୋ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଥିଲା l ଆଉ ସେଇ ବିଫଳତା, ଷ୍ଟ୍ରେଟେଜି, ଶୃଙ୍ଖଳା ଓ ସମୟାନୁବର୍ତ୍ତିତl ହିଁ ମୋତେ ଆଜି ଏଇ ସଫଳତା ଦେଇଛି ବୋଲି ସୁବର୍ଣ୍ଣପୁର ମାଟି ର ଗର୍ବ ଆଇ ଏ ଏସ କାର୍ତ୍ତିକ

ପାଣିଗ୍ରାହୀ ଭାବ ବିନିମୟ ଆଳ ରେ ଆଜି ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ର ଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା ଉତ୍ସବ ରେ କହିଥିଲେ l ଏବଂ ନିଜ କଲେଜ ର ଟିଚର ଙ୍କୁ ପ୍ରଶ୍ନ ଉତ୍ତର ମାଧ୍ୟମରେ ନିଜ ର  ସନ୍ଦେହ କୁ ଦୂର କରିବା ଓ ହାର୍ଡ ୱାର୍କ ଏଣ୍ଡ ସ୍ମାର୍ଟ ରିଡିଙ୍ଗ,ସଫଳତା ର ଶୀର୍ଷ କୁ ଛୁଆଇଁ ଦିଏ ବୋଲି ଛାତ୍ରୀ ଙ୍କୁ ପ୍ରେରଣା ଦେଇଥିଲେ l ଏବଂ ଶ୍ରୀମାନ ପାଣିଗ୍ରାହୀ ଙ୍କ ବଡ଼ ବାପା ଆର୍ତ୍ତ ତ୍ରାଣ ପାଣିଗ୍ରାହୀ ତାଙ୍କ ପ୍ରେରଣା ଦାୟୀ ପରିବାର ର ସମସ୍ତ ଙ୍କ ସଫଳତା ଉପରେ ଅନେକ ଉଦାହରଣ ଦେଇ ଛାତ୍ରୀ ଙ୍କୁ  କର୍ମଚାରୀ ଓ ଅଧ୍ୟାପକ ଙ୍କୁ ଉତ୍ସାହିତ କରିଥିଲେ l ଆଜି ର ଏଇ ସଭା ରେ ଓଡ଼ିଆ ବିଭାଗ ର ଅଧ୍ୟାପିକା ଶ୍ରୀମତୀ ପୁର୍ଣିମା ମିଶ୍ର ଅଧ୍ୟକ୍ଷତା କରିଥିବା ବେଳେ ଅଧ୍ୟାପିକା ସଂଜୁ ରାଣୀ ସିଂହ, ମିତାଶ୍ରୀ ବାରିକ, ରଂଜିତା ମିଶ୍ର, ଚେର ବୂଈ ହୋତା, ଡି ଜି ଏମ ନlୱାର୍ଡ  ଆର୍ତ୍ତ ତ୍ରାଣ ପାଣିଗ୍ରାହୀ,    ଡି ଜି ଏମ ଏଆରପୋର୍ଟ ଓଥୋରିଟି ଶିବ ଶଙ୍କର ପାଣିଗ୍ରାହୀ, ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ, ମଂଚାସୀନ ରହି ଆଇ ଏ ଏସ ଶ୍ରୀମାନ ପାଣିଗ୍ରାହୀ ଓ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l ସଭା କୁ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର ଖେତୀ ପରିଚାଳନା କରି  ସୁବର୍ଣ୍ଣପୁର ର ଏଇ ପ୍ରତିଭା ସମଗ୍ର ଜ଼ିଲ୍ଲା ର ଛାତ୍ର ଛାତ୍ରୀ ଙ୍କ ପାଇଁ ପ୍ରେରଣା ଉତ୍ସ ପାଲଟିଛନ୍ତି l କଲେଜ ଛାତ୍ରୀ ବର୍ଷl, ମମତା, ଅଙ୍କିତା, ଓ

ସଂଗୀତା   ଓ ମଦନ ପଣ୍ଡା, ଅନ୍ତର୍ଯ୍ୟାମୀ ମିଶ୍ର, ପ୍ରମୁଖ ଶ୍ରୀମାନ ପାଣିଗ୍ରାହୀ ଙ୍କୁ କଲେଜ ଫାଟକ ରୁ ସ୍ୱାଗତ କରିଥିବା ବେଳେ ସମ୍ବର୍ଦ୍ଧନା ସଭାରେ ଅଧ୍ୟାପିକା ପୁର୍ଣିମା ମିଶ୍ର ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ l ଶ୍ରୀମାନ ପାଣିଗ୍ରାହୀ ଙ୍କ ସହିତ ଇଣ୍ଟରେକ୍ସନ ବେଳେ ଛାତ୍ରୀ ଚନ୍ଦ୍ରମା, ସୁଶ୍ରୀ, ପ୍ରିୟା, ଲିଟେଶ୍ବରୀ, ପୁଷ୍ପା, ମମତା, ଅଙ୍କିତା, ବର୍ଷା ପ୍ରମୁଖ ଅନେକ ଛାତ୍ରୀ ଆଇ ଏ ଏସ ପରୀକ୍ଷା ର ଧାରା ଓ ଧାରଣା ଉପରେ ବିଭିନ୍ନ ପ୍ରଶ୍ନ କରି ଅନେକ ଶିକ୍ଷଣୀୟ ମୂଲ୍ୟବୋଧ ତଥ୍ୟ ହାସଲ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଅଧ୍ୟାପକ ମଧୁ ସୁଦନ ପୁଜାହାରୀ, ଖିରୋଦ ମେହେର, କର୍ମଚାରୀ ପ୍ରଦୀପ୍ତ ଦାଶ, ଅକ୍ରୁର ପାଣିଗ୍ରାହୀ, ସୁବର୍ଣ୍ଣ ରଥ, ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା