-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜମି କେଳେଙ୍କାରୀ: ସବ-ରେଜିଷ୍ଟାର ଅଫିସ୍‌ର ବରିଷ୍ଠ କିରାଣୀ ଗିରଫ

07-Jul-2022



ବଲାଙ୍ଗିର ବଲାଙ୍ଗିରରେ ଏକ ଜମି କେଲେଙ୍କାରୀ ମାମଲାରେ ଗିରଫଦାରୀ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି କଣ୍ଟାବାଞ୍ଜି ସବ-ରେଜିଷ୍ଟାର ଅଫିସରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଦୀପକ ବାଗଙ୍କୁ ସଦର ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗତକାଲି ତହସିଲ ଅଫିସର ରେକର୍ଡ କିପର ମକରଧ୍ୱଜ କାଲସାଏଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଏ ପର୍ଯ୍ୟନ୍ତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିସାରିଲାଣି ପୁଲିସ।
ଏହି ମାମଲାର ମୁଖ୍ୟ କାର୍ପଟଦାର କୁହାଯାଉଥିବା ବଲାଙ୍ଗିର ତହସିଲଦାର ମଘବାନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ ରାଉତଙ୍କୁ ଗତକାଲି ରାଜ୍ୟ ସରକାର ନିଲମ୍ୱିତ କରିଥିବା ବେଳେ ପୁଲିସ ତଦନ୍ତକୁ ଆଗେଇ କେଳେଙ୍ଗାରୀରେ ସାମିଲ ଜଣଙ୍କ ପରେ ଜଣେ ଅଧିକାରୀମାନଙ୍କୁ ବାନ୍ଧିବାରେ ଲାଗିଛି। ଗତ ୪ ତାରିଖ ଦିନ ଜମି ମାଫିଆ ମାଧବ ପୃଷ୍ଟି ସହିତ ନକଲି ମାଲିକ ଏବଂ ଜଣେ ସାକ୍ଷୀ ଗିରଫ ହୋଇଥିଲେ।ଜମି କେଲେଙ୍କାରୀ ସମୟରେ ଦୀପକ ବାଗ ବଲାଙ୍ଗିର ସବ-ରେଜିଷ୍ଟାର ଅଫିସରେ କାର୍ଯ୍ୟରତ ଥିଲେ। ସେ ସମୟରେ ତହସିଲ ଓ ସବ-ରେଜିଷ୍ଟାର ଅଫିସର ଅଧିକାରୀ ଓ କିରାଣୀ ମିସି କୋଟି କୋଟି ଟଙ୍କାର ଜମି ହଡପ କାରବାରରେ ସାମିଲ ଥିଲେ। ଏ ପର୍ଯ୍ୟନ୍ତ କିନ୍ତୁ ନିଲମ୍ୱିତ ହୋଇଥିବା ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ଗିରଫ କରିନାହିଁ ପୁଲିସ।ଏନେଇ ବଲାଙ୍ଗିର ଏସ୍‌ଡିପିଓ କହିଛନ୍ତି, କାଗଜପତ୍ରର ଯାଞ୍ଚ କରାଯାଉଛି। ଆଉ ଯେଉଁମାନଙ୍କ ସଂପୃକ୍ତି ତଦନ୍ତରେ ଧରାପଡ଼ିବ ସେମାନଙ୍କୁ ଗିରଫ କରାଯିବ।

: ସୂଚନାଯୋଗ୍ୟ ଯେ, ବଲାଙ୍ଗିର ସହର ଉପକଣ୍ଠ ଧୂମମରା ଗ୍ରାମ ଆଦର୍ଶ ବିଦ୍ୟାଳୟ ପଛକୁ ଲାଗି ରହିଥିବା ଏକ ମୂଲ୍ୟବାନ ଜମି କେଳେଙ୍କାରୀରେ ଏମାନଙ୍କ ସମ୍ପୃକ୍ତି ନଜର ଆସିଛି। ଏ ଜମିର ପ୍ରକୃତ ମାଲିକ ହେଉଛନ୍ତି ଧୁମାମରା ଗାଁର ହର୍ଷ ଷାଣ୍ଡ। ୨୦୦୫ରୁ ହର୍ଷଙ୍କ ମୃତ୍ୟୁ ହୋଇସାରିଥିଲେ ବି ଆଶ୍ଚର୍ଯ୍ୟଜନକ ଭାବେ ୨୦୨୧ରେ ତାଙ୍କ ନାଁରେ ଅନ୍ୟଜଣେ ବ୍ୟକ୍ତି ୫୦ ଡେସିମିଲ ଜମି ଚଞ୍ଚକତା କରି ହଡ଼ପ କରିନେଇଛି। ଏହି ଜମିର ମାଲିକାନାକୁ ମନଇଛା ବଦଳାଇବାରେ ତହସିଲଦାରଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବରିଷ୍ଠ କର୍ମଚାରୀଙ୍କ ସମ୍ପୃକ୍ତି ନଜର ଆସିଛି। ଯାହା ପ୍ରଶାସନିକ ଅଧିକାରୀଙ୍କ ସାଧୁତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like