-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ବନୋମହୋତ୍ସବ ପାଳିତ

08-Jul-2022



ସଇଁନ୍ତଲା(ଅନ୍ତର୍ଯ୍ୟାମୀ ସାହୁ) - ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଡେଙ୍ଗ ଠାରେ ଅମରାବତୀ ଇକୋ କ୍ଲବ ଓ ଜୁନିୟର ରେଡକ୍ରସ ର ମିଳିତ ଆନୁକୁଲ୍ୟରେ ବନୋମହୋତ୍ସବ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ

ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱ ଓ ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶଙ୍କର ସଂଯୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଡେଙ୍ଗ ପଂଚାୟତର ସରପଞ୍ଚ  ଇତିଶ୍ରୀ ସାହୁ ଓ ମୁଖ୍ୟବକ୍ତା ଭାବରେ ସଇଁନ୍ତଲା ବନପାଳ ଆଶୁତୋଷ ମହାକୁର ଯୋଗଦାନ କରିଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବରେ ସ୍ୱେଚ୍ଛାସେବୀ ଟିକେଶ୍ୱର ସାହୁ, ବନରକ୍ଷୀ ସତ୍ୟାନନ୍ଦ ପଧାନ, ନମିତା ତାଣ୍ଡି, ପାରା ଫରେଷ୍ଟର ଷ୍ଟାଫ ସୁରେଶ ବଗର୍ତ୍ତି ପ୍ରମୁଖ ଉପସ୍ଥିତ ଥିôଲେ । ଗଛ ବିନା ସୃଷ୍ଟି ଅସମ୍ଭବ । ତେଣୁ ମାନବ ସମାଜକୁ ଗଛର ସୁରକ୍ଷା ନିତାନ୍ତ ଜରୁରି ଅଟେ । ଗଛ ଲଗାଇବା ସଙ୍ଗେ ସଙ୍ଗେ ତାର ସୁରକ୍ଷାକୁ ମଧ୍ୟ ପ୍ରାଧାନ୍ୟ ଦେବା ଉଚିତ ବୋଲି ଅତିଥି ଗଣ ମତପ୍ରକାଶ କରିଥିଲେ । ଏହି ଅବସରରେ ଏକ ସାଇକେଲ ଶୋଭାଯାତ୍ରାରେ ଛାତ୍ର ଛାତ୍ରୀମାନଙ୍କ ସହିତ ଶିକ୍ଷକଗଣ ଗ୍ରାମରେ ଗଛର ଉପକାରିତା ବିଷୟରେ ସଚେତନ କରାଇବା ସହିତ ଚାରା ରୋପଣ କରିବା ପାଇଁ ଉତ୍ସାହିତ

କରିଥିଲେ । ପରେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ହିମାଂଶୁ ବିଶ୍ୱାଲ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରି ବାରିକ, ଦ୍ରୋପଦୀ ଭୋଇ, କାନ୍ତୀ ଭୋଇ ତଥା ଗ୍ରାମବାସୀ ବିଶେଷ ଭାବରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଲିଙ୍ଗରାଜ ନନ୍ଦ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ଶିକ୍ଷକ ବିଶ୍ୱନାଥ ମେହେର ପରିଚାଳନା ଓ ଶିକ୍ଷକ ସୁଦର୍ଶନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like