-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଜଙ୍ଗଲ ବିଭାଗ ପାଳନ କଲା ଅଜାଦି କି ଅମୃତ ମହୋତ୍ସବ ଓ ୭୩ ତମ ବନ ମହୋତ୍ସବ

08-Jul-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ) ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଜଳବାୟୁ ପରିବର୍ତ୍ତନ ବିଭାଗ ପୌରହିତ୍ୟରେ ଅଜାଦି କି ଅମୃତ ମହୋତ୍ସବ ପାଳିତ ହୋଇଯାଇଛି l  ୭୩ ତମ ବନ ମହୋତ୍ସବ ଅବସରରେ ସ୍ଥାନୀୟ ଟାଉନ୍ ବାଳିକା ବିଦ୍ୟାଳୟ ଠାରୁ ଏକ ବିରାଟ ରେଲି ବାହାରିଥିଲା l ଏଥିରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନେ ଯୋଗ ଦେଇ ପରିବେଶ ସମ୍ପର୍କୀୟ ବିଭିନ୍ନ ସ୍ଲୋଗାନ ଦେଇଥିଲେ l  ସି ଏନ୍ ସି କମର୍ସ କଲେଜ ଓ ଟାଉନ୍ ବାଳିକା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ରେଲିରେ ଭାଗ ନେଇଥିଲେ l   ଘୁବୁକୁଡୁ ବାଦକ ସାନ-ବଡ଼଼  ଙ୍କ ଘୁଡ଼କା ବାଦନ ସମସ୍ତଙ୍କୁ   କରିଥିଲା l

 ଏହି ଅବସରରେ ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ଏକ ପରିବେଶ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l କବି ତଥା ବନ ବିଭାଗର କର୍ମଚାରୀ ଅର୍ଜୁନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭବରେ ବଲାଙ୍ଗିର ଡି ଏଫ୍ ଓ ନୀତିଶ କୁମାର ଯୋଗ ଦେଇ ପରିବେଶ କୁ ସନ୍ତୁଳିତ କରିବା କ୍ଷେତ୍ରରେ ବୃକ୍ଷରୋପଣର ଆବଶ୍ୟକତା ସମ୍ପର୍କରେ ବୁଝାଇ ଥିଲେ l ସହରୀ ବନୀକରଣ କୁ ବ୍ୟାପକ କରିବା ପାଇଁ ସବୁ ସ୍ତରରେ ଉଦ୍ୟମ ହେବା ଆବଶ୍ୟକ ବୋଲି ଶ୍ରୀ ନୀତିଶ କୁମାର ମତ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ଏସ୍ ପି ନୀତିନ୍ କୁଶଳକର ଯୋଗ ଦେଇଥିଲେ l ଅନ୍ୟତମ ଅତିଥି ଭବରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ଲାଗୁରି, ବଲାଙ୍ଗିର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକl ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମଞ୍ଚାସୀନ ରହି ଜଙ୍ଗଲ ସୁରକ୍ଷା ଓ ବନୀକରଣ କୁ ଏକ ଅଭିଯାନ ଭାବେ ଗ୍ରହଣ କରି ସମସ୍ତେ ଗୋଟିଏ ଗୋଟିଏ ଗଚ୍ଛ ଲଗାଇବାକୁ ପରମର୍ଶ ଦେଇଥିଲେ l

ଶେଷ ରେ ଏ ସି ଏଫ୍ ବାବାଜୀ ଚରଣ ରାଉଳ ଧନ୍ୟବାଦ ଅର୍ପଣ କରିଥିଲେ l ସଭା ପରେ ପ୍ରତ୍ୟେକ ଅତିଥି  ନର୍ସରୀ ପରିସରରେ ଗୋଟିଏ ଗୋଟିଏ ଗଚ୍ଛ ଲଗାଇଥିଲେ l ଏଥିରେ ଜଙ୍ଗଲ ବିଭାଗର ସମସ୍ତ କର୍ମଚାରୀ, ସ୍ଵେଚ୍ଛାସେବୀ ଓ ପରିବେଶପ୍ରେମୀ ମାନେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like