-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

ବରପାଲି ରେ ନକଲି ନୋଟ୍ ଜବତ,୨ ଗିରଫ

08-Jul-2022



ବଲାଙ୍ଗିର ବରଗଡ଼: ବରପାଲି ଥାନା ଅଞ୍ଚଳରୁ ନକଲି ନୋଟ୍ କାରବାର ସଂପର୍କରେ ଓଡ଼ିଶା ପୋଲିସ ର ସ୍ବତନ୍ତ୍ର ଟାକ୍ସ ଫୋର୍ସ ଖବର ପାଇ ସ୍ଥାନୀୟ ପୋଲିସ ସହାୟତାରେ ଦୁଇ ଜଣକୁ ଧରିବାରେ ସଫଳ ହୋଇଛି। ତାଙ୍କ ଠାରୁ ୧୪ ଲକ୍ଷ ୨୯ହଜାର

ପାଞ୍ଚ ଶହ ଟଙ୍କା ସହ ନୋଟ୍ ଛପା ପ୍ରିଣ୍ଟର ଓ ଦୁଇଟି ମୋବାଇଲ୍ ଫୋନ୍ ଜବତ୍ କରିଛି। ସ୍ବତନ୍ତ୍ର ଟାସ୍କ ଫୋର୍ସ ଅଭିଯୁକ୍ତ ବରପାଲି ର ବଳରାମ ମେହେର ଙ୍କ ମୋବାଇଲ

ଫୋନ କୁ ଟ୍ରାକ କରି ତାକୁ ଧରିବାରେ ସଫଳ ହୋଇଥିଲେ। ଅନ୍ୟ ଅଭିଯୁକ୍ତ ଉତ୍ତର ପ୍ରଦେଶ ଗୋରଖପୁର ର ମୂଳ ନିବାସୀ ପପ୍ପୁ ଯାଦବ ନକଲି ନୋଟ୍ କାରବାର ପାଇଁ ଆସିଥିବା ବେଳେ ଧରା ପଡ଼ିଥିଲେ।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ୍


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like