-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

କୃଷି ମନ୍ତ୍ରୀ ଙ୍କୁ ଭେଟିଲେ ଆଗଲପୁର ଅଞ୍ଚଳର ମରୁଡି କ୍ଷତିଗ୍ରସ୍ତ ଚାଷୀ

08-Jul-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ୫ ଟି ପଞ୍ଚାୟତ ଝରଣିପାଲି, ନଅଗାଁ (ଖ), ବଡ଼ଟୀକା, ବେନ୍ଦ୍ରା ଓ ନୁନିଆଁପାଲି ଗ୍ରାମର ଚାଷୀଭାଇ ମାନେ ଗତ ବର୍ଷ ମରୁଡି ଯୋଗୁଁ ବହୁ କ୍ଷତିଗ୍ରସ୍ତ ହୋଇଥିଲେ l ୨୦୨୦-୨୧ ଖରିଫ୍ ଫସଲ ବୀମା କରି ମଧ୍ୟ ନିଜ ପ୍ରାପ୍ୟ ପାଇ ନାହାନ୍ତି l ଏହା ଏ ଅଞ୍ଚଳର ଚାଷୀ ମାନଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ l ଏଥି ପାଇଁ ଚାଷୀ ଭାଇ ମାନେ ଅନେକ ହଇରାଣ ହୋଇ ବହୁ ଅଫିସରଙ୍କୁ ଭେଟି ସାରିଥିଲେ l କିଛି ଦିନ ପୂର୍ବରୁ ବଲାଙ୍ଗିର ଜିଲ୍ଲାପାଳଙ୍କୁ ମଧ୍ୟ ସାକ୍ଷାତ କରିଥିଲେ ମଧ୍ୟ କିଛି ସୁଫଳ ପାଇ

ପାରିନାହାନ୍ତି l ଘଟଣା ଟି ପୂର୍ବତନ ମନ୍ତ୍ରୀ ଯୋଗେନ୍ଦ୍ର ବେହେରାଙ୍କ ଦୃଷ୍ଟିଗୋଚର ହେବା ପରେ ତାଙ୍କ ନିର୍ଦେଶ କ୍ରମେ, ରାଜ୍ୟ ପରିଷଦ ସଦସ୍ୟ ତଥା ଲୋଇସିଂହା ନିର୍ବାଚନ ମଣ୍ଡଳୀର ଯୁବନେତା ନିହାର ରଞ୍ଜନ ବେହେରଙ୍କ ନେତୃତ୍ୱରେ ପାଞ୍ଚ ଟି ପଞ୍ଚାୟତର ଚାଷୀ ଭାଇ ମାନେ  ୮.୭.୨୦୨୨  ତାରିଖ ଭୁବନେଶ୍ବର ଯାଇ ମାନ୍ୟବର କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାଜ୍ୟ କୃଷି ନିର୍ଦେଶକ  ପ୍ରେମଚାନ୍ଦ ଚୌଦରୀ (ଆଇ ଏ ଏସ୍ ) ଆର୍ ସି ଏସ୍  ମୁଖ୍ୟ ଉଦ୍ଧବ ମାଝୀ (ଆଇ ଏ ଏସ୍ ) ଓ କୃଷି ବୀମା କମ୍ପାନୀ (ଏ ଆଇ ସି ) ଅଧିକାରୀ ମାନ ଙ୍କୁ  ଭେଟି ଏ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ l ପରେ କୃଷି ନିର୍ଦେଶକ ମୁଖ୍ୟ ଖୁବ୍ ଶୀଘ୍ର ବୀମା ରାଶି ଚାଷୀ ମାନେ ପାଇବେ ବୋଲି କଥା ଦେଇଥିଲେ l ଏହି ଆଲୋଚନା ରେ ବଡ଼ଟିକା ସମବାୟ  ସଭାପତି କଳାର ସିଂ ବାଗ, ବୁରୋଭାଡି ସମବାୟ ସଭାପତି ଫକୀର ବିଶ୍ୱାଲ, ବିଜୁ ଜନତା ଦଳର ସକ୍ରିୟ କର୍ମୀ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ, କୃଷକ ସାଥି ଶ୍ୟାମ ସୁନ୍ଦର ବିଶ୍ୱାଲ ଓ ହିତାଂଶୁ ସାହୁ ସାମିଲ୍ ଥିଲେ l ବୀମା ଟଙ୍କା ପାଇଲେ ଆଗଲପୁର ବ୍ଲକ୍ ର ଉକ୍ତ ପାଞ୍ଚଟି ପଞ୍ଚାୟତର ଚାଷୀ ଭାଇ ମାନେ ନିଶ୍ଚିତ ଭାବେ ବହୁ ଉପକୃତ ହେବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like