-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଇକୋପାର୍କ(ନନ୍ଦନବନ) ପ୍ରଥମ ସାଧାରଣ ପରିଦଷ ବୈଠକ

08-Jul-2022



ବୌଦ୍ଧ,୦୮ା୭ : ବୌଦ୍ଧରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଇକୋପାର୍କ(ନନ୍ଦନବନ) ପ୍ରକଳ୍ପର ପ୍ରଥମ ସାଧାରଣ ପରିଷଦ ବୈଠକ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏହି ଆକାଂକ୍ଷିତ ପ୍ରକଳ୍ପର ଭବିଷ୍ୟତ କାର୍ଯ୍ୟକ୍ରମ ନେଇ ଆଲୋଚନା କରାଯାଇଥିଲା । ଜିଲାର ହରଭଙ୍ଗା ବ୍ଲକ ଅନ୍ତର୍ଗତ ବୀରନରସିଂହପୁର ନିକଟରେ ହେବାକୁଥିବା ଏହି ପ୍ରକଳ୍ପ ପାଇଁ   ଜିଲାର ଅଧିକାରୀମାନେ ନିଜ ନିଜ ଦାୟିତ୍ୱ ସୂଚାରୁରୂପେ ସଂପାଦନ କଲେ ଆଗାମୀ ୧୫ବର୍ଷ ମଧ୍ୟରେ ଏହା ଦେଶ ପାଇଁ ଏକ ବୃହତ ପ୍ରକଳ୍ପ ଓ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇପାରିବ ବୋଲି ଜିଲାପାଳ ଶ୍ରୀମିଶ୍ର ପ୍ରକାଶ କରିଥିଲେ । ଏହି ପ୍ରକଳ୍ପ ପାଇଁ ଚିହ୍ନଟ ହୋଇଥିବା ୧୫୦୦ ଏକର ରାଜସ୍ୱ ଜମିରେ ଇକୋପାର୍କ (ନନ୍ଦନବନ) ପାଇଁ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ୧୯ କୋଟି ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରିଥିବାବେଳେ ୪ କୋଟି ଅନୁଦାନ ଯୋଗାଇଦେଇଛନ୍ତି । ଏହି ଅନୁଦାନରେ ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଯୋଜନା ପ୍ରସ୍ତୁତି,ସ୍କେଚମେପ ପ୍ରସ୍ତୁତି କରି ସରକାରଙ୍କୁ ପ୍ରେରଣ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି । ପ୍ରସ୍ତାବିତ ପ୍ରକଳ୍ପର ସଫଳ ରୂପାୟନ ପାଇଁ ବିଭିନ୍ନ ବିଭାଗ ଗୁଡିକ ମଧ୍ୟରେ ଦାୟିତ୍ୱ

ବଣ୍ଟନ କରି ନିର୍ଦ୍ଧାରିତ ସମୟରେ ସେଗୁଡିକୁ ଶେଷ କରିବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନି କୁମାର ମେହେର, ଉପଜିଲାପାଳ ସନତ କୁମାର ନାଏକ,ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ, ବୌଦ୍ଧ ବ୍ଲକ ବିଡିଓ ଅବିନାଶ ପାଣ୍ଡିଆ,ହରଭଙ୍ଗା ବିଡିଓ ସ୍ମିତା ରଥ,ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ପ୍ରଦିପ୍ତ କୁମାର ମହାନ୍ତିଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like