-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ଆଇ ଏ ଏସ କାର୍ତ୍ତିକ ଙ୍କୁ ସୋନପୁର କଲେଜ ରେ ଭବ୍ୟ ସମ୍ବର୍ଦ୍ଧନା ।ଛାତ୍ର ଛାତ୍ରୀ ଙ୍କ ସହ ପାରସ୍ପରିକ ଆଲୋଚନା

08-Jul-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠି)
ଗତ କାଲି ସୋନପୁର ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହ ସୁବର୍ଣ୍ଣପୁର ଜିଲ୍ଲାରୁ ପ୍ରଥମ କରି ସିଧାସଳଖ ଆଇ ଏ ଏସ  ପାଇଥିବା କାର୍ତ୍ତିକ ପାଣିଗ୍ରାହୀଙ୍କ ସହିତ ଏକ ପାରସ୍ପରିକ ଆଲୋଚନା ଅନୁଷ୍ଠିତ ହୋଇଥିଲା l ମହାବିଦ୍ୟାଳୟର ଉପାଧ୍ୟକ୍ଷ ଅଶ୍ବିନୀ କୁମାର ହୋତାଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବିଶେଷ ସଂବାଦ କାର୍ଯ୍ୟକ୍ରମ ରେ ଆଇ ଏ ଏସ୍ କାର୍ତ୍ତିକ ପାଣିଗ୍ରାହୀ ନିଜ ସଫଳତା ର ରଣ କୌଶଳ ସମ୍ପର୍କ ରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହ ଅନୁଭୂତି ପ୍ରକାଶ କରିଥିଲେ l ଅବିଚଳିତ ଲକ୍ଷ୍ୟ ସହିତ ଯୋଜନାବଦ୍ଧ ପ୍ରସ୍ତୁତି ତାଙ୍କ ସଫଳତା ର ଚାବିକାଠି ବୋଲି ଶ୍ରୀ ପାଣିଗ୍ରାହୀ ପ୍ରକାଶ କରିବା ସହ  କଠିନ ପରିଶ୍ରମ ସହିତ  ସ୍ମାର୍ଟ ଲାଇଫ ଉପରେ ଅ ଧିକ ଗୁରୁତ୍ୱ ଦେବାକୁ କହିଥିଲେ । ଏବଂ କୌଣସି ଚାପ ର ବଶବର୍ତ୍ତୀ ନ ହୋଇ ନିର୍ଭିକ ଓ ସ୍ୱାଧୀନ ଭାବେ କାର୍ଯ୍ୟ କରି ସମାଜ ର ତଳ ସ୍ତର ର ଲୋକଙ୍କ ସମସ୍ୟା ପ୍ରତି ଅଧିକ ଧ୍ୟାନ ଦେବାକୁ ଲକ୍ଷ୍ୟ ରଖିଥିବା ବିଷୟ ଛାତ୍ର ଛାତ୍ରୀ ଓ ମିଡ଼ିଆ ଙ୍କୁ ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମ କୁ ଓଡିଆ ବିଭାଗୀୟ ମୂଖ୍ଯ ଡକ୍ଟର ସୌରଭ ରଂଜନ ଖମାରୀ ସଂଚାଳନ କରିଥିବା ବେଳେ ଅଧ୍ୟାପକ ଆଶିଷ କୁମାର ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ  l ଅଧ୍ୟାପିକା ନିରୂପମା ରଥ ଓ କୃଷ୍ଣ ଚନ୍ଦ୍ର ସେନାପତି  କାର୍ଯ୍ୟକ୍ରମ ଆୟୋଜନ ରେ ବିଶେଷ ସହାୟତା କରିଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଙ୍କ ସହ ଶତାଧିକ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like